Posted inଫୁରସତ

ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ

ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍‌ଓ ଦୃଶ୍ୟକୁ ଦେଖି ଏକ ଘଟଣାର ସ୍ପଷ୍ଟ କରିଛନ୍ତି। ଆମେରିକାର ସୁରକ୍ଷା ମନ୍ତ୍ରଣାଳୟ ୟୁଏଫ୍‌ଓରୁ ଜଡ଼ିତ ରିପୋର୍ଟକୁ ତୁରନ୍ତ ସାର୍ବଜନିନ କରିବାକୁ ଯାଉଛି। ଭୌତିକ ବିଜ୍ଞାନୀମାନେ ଏଲିଅନଙ୍କ ସମ୍ପର୍କକୁ ନେଇ ଏକ ନୂଆ ଚେତାବନୀ ଦେଇଛନ୍ତି।

ଏଲିଅନଙ୍କୁ ନେଇ ଅନେକ ପ୍ରଶ୍ନ ଉଠୁଛି। ଏଇଯେମିତି ପୃଥିବୀ ବାହାରେ ଅଲଗା ଗ୍ରହରେ ଏମାନଙ୍କ ଜୀବନ ରହିଛି। କ’ଣ ଏଲିୟନ ? କ’ଣ ଏମାନଙ୍କର ଅସ୍ତିତ୍ୱ। କ’ଣ ଏମାନେ ପୃଥିବୀବାସୀଙ୍କ ପାଇଁ ବିପଦପୂର୍ଣ୍ଣ କି? ଏମିତି ଅନେକ ପ୍ରଶ୍ନ ଉଙ୍କି ମାରିଥାଏ। ଏସବୁ ପ୍ରଶ୍ନ ସତ୍ତ୍ୱେ ଭୌତିକ ବିଜ୍ଞାନୀ ମାର୍କ ବୁକାନନ ଏକ ଦାବି କରିଛନ୍ତି। ସେ କହିଛନ୍ତି, ଏଲିଅନଙ୍କ ସହ ସମ୍ପର୍କ ରଖିବେ ତ ଜୀବନ ଚାଲିଯିବ। ସେ କହିଛନ୍ତି, ଅଲଗା ଗ୍ରହର ପ୍ରାଣୀମାନଙ୍କ ସହ ସମ୍ପର୍କ ରଖିବାକୁ ଚେଷ୍ଟା କରାଯାଉଛି। ମାତ୍ର ଏହା ସମଗ୍ର ମାନବ କଲ୍ୟାଣ ପାଇଁ ବିପଦପୂର୍ଣ୍ଣ।

ମାର୍କ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ନୌସେନା ଏହି ରହସ୍ୟମୟୀ ସ୍ପେସ୍‌ ଅବଜେକ୍ଟର ସାମ୍ନା କରିଛି। ସେ କହିଛନ୍ତି, ଆଜି ପର୍ଯ୍ୟନ୍ତ ଏଲିଅନଙ୍କ ସହ ସମ୍ପର୍କ ରଖିବା କାହା ପାଇଁ ଭଲ ହୋଇନାହିଁ। ତେଣୁ ଏଲିଅନଙ୍କ ସହ ସମ୍ପର୍କ ରଖିଲେ ମଣିଷ ଧ୍ୱଂସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri