Posted inଜାତୀୟ

ସ୍ବାମୀଙ୍କୁ ସ୍ତ୍ରୀଙ୍କ ଧମକ: ‘ଦାଢ଼ି ନ କାଟିଲେ ଛାଡପତ୍ର ଦେବି’

ଲକ୍ଷ୍ନୌ,୨୫।୧୧: ଉତ୍ତର ପ୍ରଦେଶର ଆଲିଗଡରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତିଙ୍କ ଦାଢିକୁ ସ୍ତ୍ରୀ ଏତେ ଚିଡିଯାଇଛନ୍ତି ଯେ ସେ ତାଙ୍କୁ ଦାଢି ନ କାଟିଲେ ଛାଡପତ୍ର ଦେବାକୁ ଧମକ ଦେଇଛନ୍ତି। ବାଧ୍ୟ ହୋଇ ବ୍ୟକ୍ତି ଜଣଙ୍କ ଏସଏସପିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏପର୍ଯ୍ୟନ୍ତ ଏହି ମାମଲାରେ କୌଣସି ମାମଲା ରୁଜୁ ହୋଇନାହିଁ।
ଅଭିଯୋଗକାରୀ ଜଣଙ୍କ କହିଛନ୍ତି, ଜୁନ୍‌ ୨୦୨୦ରେ ମୋର ବିବାହ ହୋଇଥିଲା। ବିବାହର କିଛି ଦିନ ପରେ ମୋ ସ୍ତ୍ରୀ ମୋତେ ଦାଢ଼ି କାଟିବାକୁ କହିଥିଲେ। କାରଣ ସେ ଜଣେ ମଡେଲ୍‌। ମୁଁ ଏକ ଧାର୍ମିକ ଅନୁଷ୍ଠାନର ଇମାମ। ତେଣୁ ମୁଁ ଦାଢ଼ି କାଟି ପାରିବି ନାହିଁ। ଏହି କାରଣ ଆମ ଦୁଇ ଜଣଙ୍କ ମଧ୍ୟରେ ବାରମ୍ବାର ଝଗଡା ଲାଗୁଛି। ତେଣୁ ମୁଁ ଅଭିଯୋଗ ନେଇ ଏଠାକୁ ଆସିଛି। ମୋର ସମାଧାନ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ, ୩୧।୮-ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ପରଲୋକ ହୋଇଯାଇଛି। ଏ ନେଇ ତାଙ୍କ ପୁଅ ଅଭିଜିତ୍‌ ମୁଖାର୍ଜୀ ଟୁଇଟ କରି ସୂଚନା ଦେଇଛନ୍ତି।...

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର: ଏସ୍‌ଆଇଟି ଗଠନ ପାଇଁ ସୁପ୍ରିମ୍‌କୋର୍ଟରେ ଆବେଦନ; ଜୟା ବଚ୍ଚନ ଏବଂ ସ୍ବାତୀ ମାଲିଓ୍ବାଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ସପକ୍ଷରେ ମତାମତ ଦେଇଥିବା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନ ଏବଂ ଦିଲ୍ଲୀ ମହିଳା କମିଶନ ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ପାଇଁ...

ଘରକୁ ଘର ପହଞ୍ଚିବ ରାଶନ, ଗହମ ବଦଳରେ ମିଳିବ ଅଟା

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ‘ମୁଖ୍ୟମନ୍ତ୍ରୀ ଘରକୁ ଘର ରାଶନ ଯୋଜନା’ ଆରମ୍ଭ କରିବାକୁ ଯାଉଛନ୍ତି। ଦିଲ୍ଲୀ ସରକାରଙ୍କ କ୍ୟାବିନେଟରେ ମଙ୍ଗଳବାର ‘ମୁଖ୍ୟମନ୍ତ୍ରୀ ଘରକୁ ଘର ରାଶନ ଯୋଜନା’କୁ...

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ...

ସ୍କୁଲରେ ସିଏଏ ବିରୋଧୀ ନାଟକ: ୬୦ ଛାତ୍ରଙ୍କୁ ୪ ଘଣ୍ଟା ଜେରା

ବେଙ୍ଗାଲୁରୁ, ୫-୨:କର୍ନାଟକର ବିଦାରସ୍ଥିତ ଏକ ସ୍କୁଲରେ ସିଏଏ ବିରୋଧୀ ନାଟକ ପରିବେଷଣ କରାଯିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ସ୍କୁଲରେ ପାଠ ପଢ଼ୁଥିବା...

ମାଡ଼ି ଆସୁଛି ବାତ୍ୟା ‘କୟାର’: କର୍ନାଟକରେ ପ୍ରବଳ ବର୍ଷା; ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୨୬।୧୦: ବାତ୍ୟା ‘କୟାର’ ମାଡ଼ି ଆସୁଛି। ପଶ୍ଚିମ-କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଏହି ବାତ୍ୟା ପ୍ରଭାବରେ କର୍ନାଟକରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ସୁରକ୍ଷା...

ସହଜରେ ବୁଝିହେବା ଭଳି ରାୟ ଦିଅ

ନୂଆଦିଲ୍ଲୀ,୯।୯: ଗୋଟିଏ ରାୟରୁ ବିଚାରପତିଙ୍କ ବ୍ୟକ୍ତିତ୍ୱ ପ୍ରତିଫଳିତ ହୋଇଥାଏ। ରାୟ ଲେଖିବା ଏକ କଳା, ଯହିଁରେ ଆଇନ ଓ ଯୁକ୍ତିର ନିପୁଣ ବ୍ୟବହାର ଜରୁରୀ। ତେଣୁ...

କଶ୍ମୀରରେ ବଡ଼ ଧରଣର ଇନ୍‌ଭେଷ୍ଟ କରିବ ଦୁବାଇ

ନୂଆଦିଲ୍ଲୀ,୧୮।୧୦: ଜମ୍ମୁ-କଶ୍ମୀରରେ ଭିତ୍ତିଭୂମି ନିର୍ମାଣ ପାଇଁ ନୂଆଦିଲ୍ଲୀ ସହ ଚୁକ୍ତି କରିଛି ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)। ଏହି କେନ୍ଦ୍ର ଶାସିତ ଅଞ୍ଚଳରେ ବର୍ତ୍ତମାନ ହିଂସା...

Advertisement


Archives

Model This Week