ରିମେକ୍‌ ଫିଲ୍ମରେ ଅଲିଜେହ

ମୁମ୍ବାଇ: ନିର୍ଦ୍ଦେଶକ ବିକାଶ ବହଲ୍‌ ତାଙ୍କ ଆଗାମୀ ଫିଲ୍ମ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତାଙ୍କ ସିନେମାର ମୁଖ୍ୟ ଚରିତ୍ରରେ ବଲିଉଡ୍‌ର ଦବଙ୍ଗ ସଲମାନ୍‌ ଖଁାଙ୍କ ଭାଣେଜୀ ଅଲିଜେହ ଅଗ୍ନିହୋତ୍ରୀ ନଜରକୁ ଆସିବେ। ୨୦୧୬ରେ ଆସିଥିବା ଫ୍ରେଞ୍ଚ୍‌-ବେଲଜିୟମ୍‌ ଲ୍ମ ‘ଲା ଫାମିଲେ ବେଲିଅର’ର ହିନ୍ଦୀ ରିମେକ୍‌ କରିବେ ନିର୍ଦ୍ଦେଶକ ବିକାଶ। ଅଲିଜେହ ଏହି ରିମେକ୍‌ ଫିଲ୍ମ ଜରିଆରେ ବଲିଉଡ୍‌ ଡେବ୍ୟୁ କରୁଛନ୍ତି। ଚଳଚ୍ଚିତ୍ରଟି ଫ୍ୟାମିଲି ଡ୍ରାମା ଉପରେ ଆଧାରିତ। ପରିବାରରେ ଏକମାତ୍ର ଶୁଣିପାରୁଥିବା ୧୬ ବର୍ଷୀୟା ଯୁବତୀ ଚରିତ୍ରରେ ଅଲିଜେହ ନଜରକୁ ଆସିବେ। ନିର୍ଦ୍ଦେଶକ ୬ ବର୍ଷ ଧରି ଏହି ଫିଲ୍ମ ଲାଗି ପ୍ରସ୍ତୁତି କରି ଆସୁଥିଲେ। ରିଲିୟାନ୍ସ ଏଣ୍ଟରଟେନ୍‌ମେଣ୍ଟ ସହ ଅଲିଜେହଙ୍କ ବାପା ଅତୁଲ ଅଗ୍ନିହୋତ୍ରୀ ଏହାର ପ୍ରଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri