ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍‌ ମଧ୍ୟ ରହିଥିଲେ। ସୁରେନ୍ଦ୍ରଙ୍କ ଏହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ତାଙ୍କୁ ବେଶ୍‌ ପ୍ରଶଂସା ମଧ୍ୟ କରାଯାଉଛି।

ସୂଚନାଯୋଗ୍ୟ, ଭାରତ ଓ ଭୂଟାନ ସୀମା ନିକଟବର୍ତ୍ତୀ ବକ୍ସା ହିଲ୍‌ ସ୍ଥିତ ୧୧ କିଲୋମିଟର ଦୂରରେ ଥିବା ଅଦମା ଗାଁରେ ଲୋକଙ୍କ ଟିକାକରଣ ପାଇଁ ଜିଲାପାଳ ସୁରେନ୍ଦ୍ର ମୀନା ଏକ ଡାକ୍ତରୀ ଟିମ୍‌ ସହ ପହଞ୍ଚିଥିଲେ। ଗାଁକୁ ଭଲ ରାସ୍ତା ଭଲ ନ ଥିବା ବେଳେ ସେ ପାହାଡ଼ିଆ ଅଞ୍ଚଳ ଦେଇ ନଦୀ ନାଳ ପାର କରି ଉକ୍ତ ଗାଁରେ ପହଞ୍ଚି ଲୋକଙ୍କୁ କରୋନା ଟିକାକରଣ କରାଇଥିଲେ। ଏଥିସହ ଗାଁଲୋକଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରି କରୋନା ଓ ଟିକା ବିଷୟରେ ସଚେତନ କରିଥିଲେ। କେବଳ ସେତିକି ନୁହେଁ ଅଦ୍‌ମା ଗାଁକୁ ଯିବା ରାସ୍ତାରେ ପଡ଼ୁଥିବା ଅନ୍ୟ ଗାଁଗୁଡ଼ିକରେ ମଧ୍ୟ ସେ ଟିକାକରଣ ଅଭିଯାନ ଚଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ…

ଇସ୍ରୋରେ ଚହଳ! ୧୦୦ ବୈଜ୍ଞାନିକଙ୍କ ଇସ୍ତଫା, ଚାକିରି ଛାଡ଼ିବା ନିୟମ ବଦଳାଇଲେ ସରକାର

ନୂଆଦିଲ୍ଲୀ,୧୬।୭: ଇସ୍ରୋର ୧୦୦ ବୈଜ୍ଞାନିକ ଇସ୍ତଫା ଦେବା ପରେ ଆକ୍ସନ ମୋଡକୁ ଆସିଛନ୍ତି ଭାରତ ସରକାର । ଇସ୍ତଫା ଏବଂ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି।…

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ…

ସତରେ କ’ଣ ସାପ ଶତ୍ରୁଙ୍କଠାରୁ ପ୍ରତିଶୋଧ ନେଇଥାଏ? ସତକଥା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାପ ବିଶ୍ୱର ସବୁଠାରୁ ବିଷାକ୍ତ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ। ସାପକୁ ଦେଖିବା ମାତ୍ରେ ଯେ କେହି ଭୟରେ ଥରି ଉଠେ। ସାରା ବିଶ୍ୱରେ ତିନି ହଜାରରୁ ଅଧିକ…

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri