Posted inଖେଳ

୨୯ବର୍ଷରେ ଅବସର ନେଲେ ଆଲିଷ୍ଟର

ମେଲବୋର୍ନ, ୧ା୮ (ପି.ଟି.)- ବାରମ୍ବାର ଆଘାତଜନିତ ସମସ୍ୟାରେ ରହିବାରୁ କୁଇନ୍ସଲାଣ୍ଡ ଫାଷ୍ଟ ବୋଲର ଆଲିଷ୍ଟର ମ୍ୟାକ୍‌ଡରମଟ ମାତ୍ର ୨୯ବର୍ଷ ବୟସରେ କ୍ରିକେଟରୁ ଅବସର ଘୋଷାଣା କରିଛନ୍ତି। ଆଲିଷ୍ଟର ହେଉଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ ପେସ୍‌ ବୋଲର କ୍ରେଗ୍‌ ମ୍ୟାକ୍‌ଡରମଟଙ୍କ ପୁଅ ଏବଂ ବେନ୍‌ ମ୍ୟାକଡରମଟ୍‌ଙ୍କ ବଡ଼ ଭାଇ। ସେ ୨୦୦୯ରେ ମାତ୍ର ୧୮ ବର୍ଷ ବୟସରେ ପ୍ରଥମ ଶ୍ରେଣୀ କ୍ରିକେଟରେ ପଦାର୍ପଣ କରିଥିଲେ। ଆଲିଷ୍ଟର ଅଷ୍ଟ୍ରେଲିଆ ତରଫରୁ ୟୁଥ୍‌ ଟେଷ୍ଟ ଏବଂ ୧୯ ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଦିନିକିଆରେ ପ୍ରତିନିଧିତ୍ୱ କରିଛନ୍ତି। ଅଷ୍ଟ୍ରେଲିଆ ଏ’ ଟିମ୍‌ ତରଫରୁ ୟୁନାଇଟେଡ୍‌ କିଙ୍ଗଡମ୍‌ରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ସେ ୨୦୧୧ରେ ଜାତୀୟ ଦଳରୁ ଖେଳିବା ପାଇଁ ସମ୍ଭାବନା ସୃଷ୍ଟି କରିଥିଲେ। ସେ ତାଙ୍କ ରାଜ୍ୟ ଦଳ ସହ ଶିଫିଲ୍ଡ ଶିଲ୍‌ଡ ଏବଂ ଦିନିକିଆ ଟାଇଟଲ ଜିତିପାରିଥିଲେ। ବ୍ରିସ୍‌ବେନ୍‌ ହିଟ୍‌ ଟିମ୍‌ ତରଫରୁ ଖେଳି ବିଗ୍‌ ବାଶ୍‌ ଲିଗ୍‌ର ଦ୍ୱିତୀୟ ସଂସ୍କରଣ ଟାଇଟଲ ଜିତିଛନ୍ତି। ତାଙ୍କୁ ୨୨ବର୍ଷ ହେବା ପୂର୍ବରୁ ସେ ଏହି ସବୁ ଟାଇଟଲ ହାସଲ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri