୬୫ ହଜାରରୁ ଅଧିକ ଭୋଟ୍‌ରେ ଅଳକା ବିଜୟୀ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଭୋଟ୍‌ ଗଣତିର ୨୦ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ନିର୍ବାଚନରେ ବିଜୟୀ ହୋଇଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ କିଶୋର ପଟେଲଙ୍କଠାରୁ ୬୬ ହଜାର ୨ ଶହ ୨୫ ଖଣ୍ଡ ଭୋଟ୍‌ରେ ବିଜୟୀ ହୋଇଛନ୍ତି। ଅନ୍ୟପକ୍ଷେ ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡା ୩ୟ ସ୍ଥାନରେ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮:  ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ...

ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଖୁଣ୍ଟା,୫ା୯(ଡି.ଏନ୍‌.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦...

୧୯୯୫ ବୋମା ବିସ୍ଫୋରଣ, ୪ ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଆପାଳ, ୬।୧୧(ସ୍ବ.ପ୍ର.):୧୯୯୫ରେ ହୋଇଥିବା ବୋମା ବିସ୍ଫୋରଣରେ ୱାରେଣ୍ଟି ଥିବା ୪ଅଭିଯୁକ୍ତଙ୍କୁ ବାଲେଶ୍ୱର ଜିଲା ବାଲିଆପାଳ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ୧୯୯୫ରେ ବାଲେଶ୍ୱରରୁ ବାଲିଆପାଳ...

ଓଡ଼ିଶାର ୫ ମଧ୍ୟରୁ ଅଛି କେନ୍ଦ୍ରାପଡ଼ା ରସାବଳି

କେନ୍ଦ୍ରାପଡ଼ା ଅଫିସ, ୨୭।୧୧: ଚେନ୍ନାଇଠାରେ ଆସନ୍ତା ଡିସେମ୍ବରରେ ସ୍ଥାନୀୟ ଭୌଗଳିକ ସଙ୍କେତ ବା ଜିଓ ଗ୍ରାଫିକାଲ ଇଣ୍ଡିକେଶନ (ଜିଆଆଇ) ରେଜେଷ୍ଟ୍ରି ସମ୍ମିଳନୀ ଅନୁଷ୍ଠିତ ହେବ। ଚଳିତଥର...

ସାନିଟାଇଜର ପ୍ରସ୍ତୁତ କଲେ ୩ ଅଧ୍ୟାପକ

କଟକ ଅଫିସ,୨।୪: ଲକ୍‌ଡାଉନ୍‌ ବଳବତ୍ତର ଥିବାରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ ବନ୍ଦ ରହିଛି। ତେବେ ୩ଜଣ ଅଧ୍ୟାପକ ଏହି ଫାଙ୍କା ସମୟର ସଦୁପଯୋଗ କରି ଏକ...

ଜିଲାପରିଷଦ ଉପନିର୍ବାଚନ : ବିଜେଡିରୁ ୨, ଭାଜପାରୁ ୪ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨।୧୧(ସ୍ବ.ପ୍ର.) : ଚଳିତମାସ ୨୭ ତାରିଖରେ ହେବାକୁ ଥିବା କୋରାପୁଟ ଜିଲା ଦଶମନ୍ତପୁରର ୧ନଂ. ଜୋନ୍‌ ଏବଂ ପଟ୍ଟାଙ୍ଗି ବ୍ଲକର ୧ନଂ. ଜୋନ୍‌ରେ ହେବାକୁ ଥିବା...

ଲଘୁଚାପ: ୭ ଯାଏ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ଏଥିସହିତ ଛତିଶଗଡ଼ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ...

ଶାରୀଶୁଆ ପାହାଡ଼ରୁ ବୋହି ନେଲେ ମାଟି, ପଥର

ଖଇରା, ୨୦।୧: ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରୁ ମାଟି ଓ ପଥର ଲୁଟ କରୁଥିବା ମାଫିଆମାନେ କିଛି ଦିନ ନୀରବ ରହିବା...

Advertisement
Archives

Model This Week