ଅଳକା ୟାଗନିକ୍‌ଙ୍କୁ ନେଇ ବଡ଼ ଖବର, ହୋଇଛି ଏପରି ରୋଗ

ମୁମ଼୍ବାଇ, ୧୮।୬: ବଲିଉଡ୍‌ ଜଗତର ଖ୍ୟାତନାମା ସିଙ୍ଗର ଅଳକା ୟାଗନିକ୍‌ ଏକ ରୋଗର ଶିକାର ହୋଇଛନ୍ତି । ସୋସିଆଲ ମିଡିଆରେ ଏ ନେଇ ସେ ସୂଚନା ଦେଇଛନ୍ତି । ଅଳକା ଲେଖିଛନ୍ତି ଯେ ତାଙ୍କ କାନରେ ସମସ୍ୟା ରହିଛି । ତେଣୁ ତାଙ୍କୁ ଭଲରେ ଶୁଣାଯାଉନାହିଁ । ବର୍ତ୍ତମାନ ସେ ଏହି ରୋଗରୁ ଧିରେ ଧିରେ ଭଲ ହେଉଛନ୍ତି । ତାଙ୍କୁ ଏକ ଭାଇରାଲ୍‌ ଆଟାକ୍‌ ହେବାପରେ ଏପରି ରୋଗ ଦେଖାଦେଇଥିବା ସେ ସୋସିଆଲ ମିଡିଆରେ ଜଣାଇଛନ୍ତି । ଅଳକାଙ୍କୁ ସେନ୍ସର ନ୍ୟୁରାଲ ନର୍ଭ ହିୟରିଂ ଲସ୍‌ ଭଳି ରୋଗ ହୋଇଥିବା ଡାକ୍ତର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ନୋରାଙ୍କ ନାଁରେ ୩ କୋଟିର ମାନହାନୀ କେସ୍‌ କଲା ବିମାନ କମ୍ପାନୀ: ଜାଣନ୍ତୁ ପୂରା ଘଟଣା

ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ନୋରା ଫତେହିଙ୍କ ଅଡୁଆ ବଢ଼ିଛି। ତାଙ୍କ ବିରୋଧରେ ଗାନ୍ଧୀନଗର କୋର୍ଟରେ ୩ କୋଟି ଟଙ୍କାର ମାନହାନି ମାମଲା ଦାୟର ହୋଇଛି। ଏକ ବିମାନ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri