Posted inଜାତୀୟ

ଟିଡିପି ବିଧାୟକଙ୍କୁ ଗୃହବନ୍ଦୀ: ସହରରେ ୧୪୪

ହାଇଦ୍ରାବାଦ,୧୧ା୯: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କୁ ଦୁର୍ନୀତି ମାମଲାରେ ସିଆଇଡି ଗିରଫ ପରେ ଦଳର ୨୧ ବିଧାୟକଙ୍କୁ ଗୃହବନ୍ଦୀ ରଖାଯାଇଛି।

ଆନ୍ଧ୍ରପ୍ରଦେଶର ବିଭିନ୍ନ ସହରରେ ଥିବା ବିଧାୟକଙ୍କ ଘର ବାହାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଚନ୍ଦ୍ରାବାବୁଙ୍କ ଗିରଫ ପ୍ରତିବାଦରେ ଟିଡିପି ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଥିଲା। ଏପରିକି ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ଲୋକଙ୍କୁ ଏକାଠି ନ ହେବା ଲାଗି ୧୪୪ ଧାରା ଜାରି କରାଯାଇଛି। ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଟିଡିପି ନେତାଙ୍କୁ ଅଟକ ରଖିଛି। ଆନ୍ଧ୍ରପ୍ରଦେଶ ରାଜ୍ୟ ଦକ୍ଷତା ବିକାଶ ନିଗମ ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥିବା ନେଇ ଚନ୍ଦ୍ରାବାବୁଙ୍କୁ ଶନିବାର ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri