୨୨ରେ ସବୁ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ

ନନ୍ଦପୁର, ୧୯ା୯(ଶଙ୍କର ପୂଜାରୀ): ଅଲ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ ୱାର୍କର୍ସ ଆସୋସିଏସନର ଜିଲା ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନିଷ୍ପତ୍ତି ଅନୁସାରେ ଆସନ୍ତା ୨୨ ତାରିଖରେ ସଂଘ ଅଧୀନ ସମସ୍ତ ଅଙ୍ଗନୱାଡ଼ି କର୍ମୀ ଭୁବନେଶ୍ୱର ଯାଇ ପିଏମଜି ଛକରେ ଏକତ୍ରିତ ହେବେ। ସେଠାରେ ସରକାରଙ୍କ ନିକଟରେ ନିଜ ନ୍ୟାଯ୍ୟ ଦାବି ଉପସ୍ଥାପନ କରିବେ। ଏହି ପରିପ୍ରେକ୍ଷୀରେ ସୋମବାର ନନ୍ଦପୁର ବ୍ଲକ ଅଙ୍ଗନୱାଡ଼ି ସଂଘ ସମ୍ପାଦିକା ଗୌରୀରାଣୀ ଜେନାଙ୍କ ନେତୃତ୍ୱରେ ଅଙ୍ଗନୱାଡ଼ି କର୍ମୀମାନେ ସିଡିପିଓ ମିନତିବାଳା ପଟ୍ଟନାୟକଙ୍କୁ ଭେଟି ଆସନ୍ତା ୨୨ରେ ବ୍ଲକ ଅଧୀନରେ ଥିବା ୨୩୦ ଅଙ୍ଗନୱାଡ଼ି କେନ୍ଦ୍ରର ଅଙ୍ଗନୱାଡ଼ି କର୍ମୀ, ସହାୟିକା ସାମୂହିକ ଛୁଟିରେ ରହିବେ ବୋଲି ଆବେଦନ ପତ୍ର ପ୍ରଦାନ କରିଛନ୍ତି। ଏହାର ଏକକିତା ନକଲ କୋରାପୁଟ ଜିଲାପାଳ, ଉପଜଲାପାଳଙ୍କ ଅବଗତି ନିମନ୍ତେ ପଠାଯାଇଛି। ପାଇଥିବା ଆବେଦନ ପତ୍ରକୁ ସେ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ ନିକଟକୁ ପଠାଇଦେବେ ବୋଲି ସିଡିପିଓ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri