Posted inଜାତୀୟ

୪-୬ ଜଣ ବିଧାୟକଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ମିଳିବ ଟିକଟ: ୟେଦୁରପ୍ପା…

ବେଙ୍ଗାଲୁରୁ,୭।୩ : କର୍ନାଟକ ବିଧାନସଭାର କାର୍ଯ୍ୟକାଳ ୨୪ ମେ ୨୦୨୩ ରେ ଶେଷ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଚଳିତ ମାସରେ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହି ସମୟରେ, ଭାଜପାର ବରିଷ୍ଠ ନେତା ତଥା ଦଳର ସଂସଦୀୟ ବୋର୍ଡର ସଦସ୍ୟ ବିଏସ ୟେଦୁରୁପ୍ପା ମଙ୍ଗଳବାର ସୂଚାଇ ଦେଇଛନ୍ତି ଯେ ଚାରିରୁ ୬ ଜଣ ସିଟିଂ ବିଧାୟକଙ୍କୁ ଛାଡ଼ିଦେଲେ ଅନ୍ୟସମସ୍ତେ ଟିକେଟ ପାଇବାର ସମ୍ଭାବନା ରହିଛି।

ନିର୍ବାଚନ ପରେ ବିଧାନସଭା ପାର୍ଟି ବୈଠକରେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ତାହା ଭାଜପା ସ୍ଥିର କରିବ।

ଯେତେବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ପଚରାଯାଇଥିଲା ଯେ ସମସ୍ତ ସିଟିଂ ବିଧାୟକଙ୍କୁ ଟିକେଟ ମିଳିବ କି ନାହିଁ, ସେ ଏଭଳି ଉତ୍ତର ଦେଇଥିଲେ।

ନିର୍ବାଚନ ପୂର୍ବରୁ ଭାଜପା ଅନ୍ୟ ଦଳର ନେତାମାନଙ୍କୁ ଦଳରେ ସାମିଲ କରିବାକୁ ଯୋଜନା କରୁଛି କି ବୋଲି ପଚରାଯିବାରୁ ସେ କହିଛନ୍ତି ଯେ ଯିଏ ଯୋଗଦେବାକୁ ଚାହୁଁଛନ୍ତି ଏବଂ ଯିଏ ଛାଡିବାକୁ ଚାହୁଁଛନ୍ତି ସେମାନେ ଖୁସିରେ ତାହା କରିପାରିବେ। ଅନେକ ଲୋକ ଦଳରେ ଯୋଗଦେବାକୁ ଇଚ୍ଛୁକ, ଆମେ ସେମାନଙ୍କୁ ସ୍ବାଗତ କରିବୁ।

ସୂଚନାଯୋଗ୍ୟଳ ୟେଦୁରପ୍ପା ନିର୍ବାଚନ ରାଜନୀତିରୁ ଅବସର ଘୋଷଣା କରିସାରିଛନ୍ତି। ଏହା ସହିତ ସେ ଆଗାମୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ମଧ୍ୟ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?