ଯାଞ୍ଚରେ ସମସ୍ତ ପ୍ରାର୍ଥିପତ୍ର କାଏମ

ଗଞ୍ଜାମ,୨୨ା୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶନିବାର ଯାଞ୍ଚ ପ୍ରକ୍ରିୟାରେ ସମସ୍ତ ପ୍ରାର୍ଥିପତ୍ର କାଏମ ରହିଥିବା ଗଞ୍ଜାମ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ବ୍ଲକର ୧୫ଟି ପଞ୍ଚାୟତରେ ସରପଞ୍ଚ, ସମିତିସଭ୍ୟ ଓ ଓ୍ବାର୍ଡସଭ୍ୟ ପାଇଁ ସର୍ବମୋଟ୍‌ ୪୦୪ ପ୍ରାର୍ଥିପତ୍ର ଦାଖଲ କରାଯାଇଥିଲା। ସରପଞ୍ଚ ୫୮, ସମିତିସଭ୍ୟ ୪୨ ଓ ଓ୍ବାର୍ଡସଭ୍ୟ ୩୦୪ ଜଣ ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନାମାଙ୍କନପତ୍ର କାଏମ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri