Posted inଜାତୀୟ

ସମସ୍ତ ନାଗରିକଙ୍କୁ ଟିକା ମିଳିବା ଉଚିତ୍‌: ରାହୁଲ

ନୂଆଦିଲ୍ଲୀ,୧୨।୪: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପୁଣି ମୋଦିି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦେଶରେ କରୋନା ବୃଦ୍ଧିକୁ ନେଇ ଚିନ୍ତା ପ୍ରକଟ କରି ରାହୁଲ କହିଛନ୍ତି, ନିରାପଦ ଜୀବନଯାପନ ପ୍ରତ୍ୟେକ ନାଗରିକଙ୍କ ଅଧିକାର। ସମସ୍ତ ନାଗରିକଙ୍କୁ ଟିକା ମିଳିବା ଉଚିତ୍‌। ‘ସ୍ପିକଅପ ଫର୍‌ ଭ୍ୟାକ୍ସିନ ଫର୍‌ ଅଲ’ ନାମକ ଏକ ଅଭିଯାନର ସୋଶିଆଲ ମିଡିଆରେ ଆରମ୍ଭ କରି ରାହୁଲ ଏହି ମନ୍ତବ୍ୟ ଦେଇଛନ୍ତି। ସମସ୍ତ ନାଗରିକଙ୍କୁ ଟିକାକରଣ କରିବାକୁ କଂଗ୍ରେସ ଏହି ଅଭିଯାନ ଆରମ୍ଭ କରିଛି। ରାହୁଲ ଟୁଇଟ୍‌ ଯୋଗେ କହିଛନ୍ତି, ଦେଶ ପାଇଁ କରୋନା ଟିକା ଆବଶ୍ୟକ। ଏଥିପାଇଁ ଆପଣମାନେ ସ୍ବର ଉତ୍ତୋଳନ କରିବା ଉଚିତ୍‌। ସମସ୍ତଙ୍କର ନିରାପଦ ଜୀବନଯାପନ କରିବାର ଅଧିକାର ରହିଛି। ରାହୁଲ ଗାନ୍ଧୀ ଏକ ଭିଡିଓ ଶେୟାର କରି ଦେଶରେ କରୋନା ସଂକ୍ରମଣ ବୃଦ୍ଧି, ଟିକା ଅଭାବ ଏବଂ ସମସ୍ତଙ୍କ ପାଇଁ ଟିକା ଚାହିଦା ବିଷୟରେ ଉଲ୍ଲେଖ କରିଛନ୍ତି।

https://twitter.com/RahulGandhi/status/1381457365057277953


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri