ନୂଆବର୍ଷ ସୁଦ୍ଧା ଖୋଲିଯିବ ସବୁ ଶ୍ରେଣୀ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ସ୍କୁଲ ଖୋଲିବା ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, କରୋନା ସଂକ୍ରମଣ କମିବାରେ ଲାଗିଛି। ପିଲାଙ୍କ ପାଠପଢ଼ା ଓ ସ୍ବାସ୍ଥ୍ୟକୁ ଗରୁତ୍ୱ ଦେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯାଉଛି। ଏବେ ଅଷ୍ଠମରୁ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଶ୍ରେଣୀଗୃହ ପାଠପଢ଼ା ଚାଲିଛି। ଏବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବା ପାଇଁ ବିଚାର କରୁଛୁ। ତେବେ ପ୍ରଥମ, ଦ୍ୱିତୀୟ ପିଲାଙ୍କୁ ସାମାଜିକ ଦୂରତା ବିଷୟରେ କହି କିଛି ଲାଭ ନାହିଁ। ତେଣୁ ସେମାନଙ୍କ ସ୍କୁଲ ଖୋଲିବା ଉପରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଳି ମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ନୂଆବର୍ଷ ସୁଦ୍ଧା ରାଜ୍ୟର ସବୁ ସ୍କୁଲ ଖୋଲିଯିବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଆଇ ତଦନ୍ତ ଦାବି କଲେ ଆଦିତ୍ୟଙ୍କ ମା

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ଏକ ମାସରୁ ଊର୍ଦ୍ଧ୍ୱ ବିତିଛି। ଏବେ ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଜିଆର୍‌ପି ଭଳି ସୁରାକ...

ପୁଅର ଚାକିରି ପାଇଁ ଅର୍ଥ ହରାଇ ମହିଳାଙ୍କ ଆତ୍ମହତ୍ୟା

ବିଞ୍ଝାରପୁର,୧୨ା୧୨(ଡି.ଏନ.ଏ.): ପୁଅର ଚାକିରି କରାଇ ଦେବା ପାଇଁ ଜଣେ ଯୁବକଙ୍କୁ ଟଙ୍କା ଦେଇଥିଲେ ମା’। ହେଲେ ପୁଅର ଚାକିରି ହେଲାନି, ଟଙ୍କା ବି ଫେରି ପାଇଲେନି।...

କଲେଜ ଅଧ୍ୟକ୍ଷଙ୍କ ନାମରେ ୨ କୋଟିର ସମ୍ପତ୍ତି

ଝାରସୁଗୁଡ଼ା ଅଫିସ,୨୦ା୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ମଙ୍ଗଳବାର କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ପଲିଟେକ୍‌ନିକ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ...

ଯାତ୍ରୀବାହୀ ଟ୍ରେନ୍‌ ପାଇଁ ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା...

ଜନ୍ମାଷ୍ଟମୀକୁ ଧୋଇଦେଲା ବର୍ଷା: ରାମମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼

ଭୁବନେଶ୍ୱର,୨୪।୮(ବ୍ୟୁରୋ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁକ୍ରବାର ଉତ୍ସବ ମୁଖର ହୋଇଉଠିଥିଲା ସମଗ୍ର ସହର। ଭଗବାନ ଶ୍ରୀକୃଷ୍ଣଙ୍କ ଦର୍ଶନ କରିବାକୁ ପ୍ରାତଃରୁ ରାଜଧାନୀର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ...

ବେଦାନ୍ତ ଖଣିରୁ ଜଳ ନମୁନା ସଂଗ୍ରହ କଲା ସିପିସିବି

ଯାଜପୁର ଅଫିସ,୧୭ା୯: ବେଦାନ୍ତ ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ପ୍ରାୟ ୧୫ ଲକ୍ଷ ଘନମିଟର ବର୍ଜ୍ୟଜଳ ଡମଶାଳା ନାଳାକୁ ବିନା ଟ୍ରିଟମେଣ୍ଟରେ ଛାଡ଼ିବା ମାମଲାରେ ସିପିସିବି(ସେଣ୍ଟ୍ରାଲ...

Advertisement
Archives

Model This Week