ବୁଗୁଡ଼ା, ୨୬।୨ (ଡି.ଏନ୍.ଏ.): ଦ୍ରବ୍ୟ ଓ ସେବା ଟିକସ (ଜିଏସ୍ଟି), ଜାଳେଣି ଗ୍ୟାସ ଦର ବୃଦ୍ଧି, ଇ-ଓ୍ବେ ବିଲ୍କୁ ବିରୋଧ କରି କନ୍ଫେଡେରେସନ ଅଫ ଅଲ୍ ଇଣ୍ଡିଆ ଟ୍ରେଡରସ (ସିଏଆଇଟି) ପକ୍ଷରୁ ଦେଶ ବ୍ୟାପି ଶୁକ୍ରବାର ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ବୁଗୁଡ଼ାର ଚ୍ୟାମ୍ବର ଅଫ କମର୍ସ, ବଣିକ ସଂଘ, ପରିବା ବଜାର ସଂଘ ଆଦି ସମର୍ଥନ ଜଣାଇ ନିଜ ନିଜ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିଥିଲେ। ବନ୍ଦ ଡାକରାର ପ୍ରଭାବରେ ଯାତ୍ରୀବାହୀ ବସ୍ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫
କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…
ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ
ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…
ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…
କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି
କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…
ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…
ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…
ବସ୍ଷ୍ଟାଣ୍ଡରେ ବିକୁଥିଲେ କଫ୍ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…
Archives

