ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ ସମାନ ଭାବେ ବଳବତ୍ତର ରହିବ। କେବଳ ଡିସେମ୍ବର ପାଇଁ ପରୀକ୍ଷାମୂଳକ ଭାବେ ଏହି ନିୟମ ଲାଗୁ କରାଯାଇଥିବାବେଳେ ଅନ୍ୟ ମାସଗୁଡିକ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦିଆଯାଇଛି। ସୂଚନାଥାଉ କି, କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିମାସରେ ଗାଇଡ୍‌ଲାଇନ୍‌ ଜାରି କରାଯାଉଛି। ତଦନୁଯାୟୀ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri