ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୫ା୧୨: ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ ସମାନ ଭାବେ ବଳବତ୍ତର ରହିବ। କେବଳ ଡିସେମ୍ବର ପାଇଁ ପରୀକ୍ଷାମୂଳକ ଭାବେ ଏହି ନିୟମ ଲାଗୁ କରାଯାଇଥିବାବେଳେ ଅନ୍ୟ ମାସଗୁଡିକ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦିଆଯାଇଛି। ସୂଚନାଥାଉ କି, କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିମାସରେ ଗାଇଡ୍‌ଲାଇନ୍‌ ଜାରି କରାଯାଉଛି। ତଦନୁଯାୟୀ  ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri