Posted inଜାତୀୟ

ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ତିହାର ସମେତ ଦିଲ୍ଲୀର ସମସ୍ତ ଜେଲ୍‌ରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୫ ।୯: ଦିଲ୍ଲୀର ରୋହିଣି କୋର୍ଟରେ ଶୁକ୍ରବାର ଗ୍ୟାଙ୍ଗଷ୍ଟର ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ଗ୍ୟାଙ୍ଗୱାର ଆଶଙ୍କା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ରୋହିଣି ଜେଲ ସମେତ ଅନ୍ୟ କିଛି ଜେଲ୍‌କୁ ସତର୍କ କରି ଦିଆଯାଇଛି । ଏହିସବୁ ଜେଲ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟା ଗ୍ୟାଙ୍ଗଷ୍ଟର ଜିତେନ୍ଦ୍ର ଗୋଗି ଦିଲ୍ଲୀ ପୋଲିସର ମୋଷ୍ଟ ୱାଣ୍ଟେଡ ଲିଷ୍ଟର ସବୁଠାରୁଉପରେ ଥିଲେ । ଗୋଗି ଗ୍ୟାଙ୍ଗ ଓ ଟିଲ୍ଲୁ ଗ୍ୟାଙ୍କ ମଧ୍ୟରେ ଅଧିକାଂଶ ସମୟରେ ଗ୍ୟାଙ୍ଗ ୱାର ହୋଇଥାଏ । ଯାହାର ଫଲ ସ୍ୱରୂପ ଏପର୍ଯ୍ୟନ୍ତ ୨୦ ଜଣ ଅପରାଧିଙ୍କ ଜୀବନ ଗଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri