ରୁଷିଆ ଟିଭି ଚ୍ୟାନେଲ୍‌ର ସବୁ କର୍ମଚାରୀଙ୍କ ଇସ୍ତଫା

ମସ୍କୋ,୪।୩: ୟୁକ୍ରେନ୍‌ ଉପରେ ଆକ୍ରମଣ ଜାରି ରହିଛି ସତ, ହେଲେ ରୁଷିଆକୁ ନିଜ ଦେଶରେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହି କ୍ରମରେ ରୁଷିଆର ଏକ ଟିଭି ଚ୍ୟାନେଲର ସମସ୍ତ କର୍ମଚାରୀ ଇସ୍ତଫା ଦେଇଛନ୍ତି। ଷ୍ଟୁଡିଓରୁ ଚାଲିଯିବା ପୂର୍ବରୁ ସେମାନେ ‘ନୋ ଟୁ ଓ୍ବାର୍‌’ଘୋଷଣା କରିବା ପରେ ସମୂହ ଇସ୍ତଫା ଦେଇଥିଲେ। ଏହା ସିଧା ପ୍ରସାରଣ ହୋଇଥିଲା।

ୟୁକ୍ରେନ୍‌ ଯୁଦ୍ଧ ଉପରେ ‘ଟିଭି ରେନ୍‌’ର ଖବର ପ୍ରସାରଣକୁ ନେଇ ରୁଷିଆ କର୍ତ୍ତୃପକ୍ଷ ଏହା ଉପରେ ସ୍ଥଗିତାଦେଶ ଲଗାଇଥିଲେ। ଫଳରେ ଉକ୍ତ ଟିଭିର ସମସ୍ତ କର୍ମଚାରୀ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ଷ୍ଟୁଡିଓରୁ କର୍ମଚାରୀମାନେ ଚାଲିଯାଇଥିବାରୁ ‘ନୋ ଟୁ ଓ୍ବାର’ ସେମାନଙ୍କର ଶେଷ ଟେଲିକାଷ୍ଟ ବୋଲି ଚ୍ୟାନେଲର ଅନ୍ୟତମ ପ୍ରତିଷ୍ଠାତା ନାଟାଲିଆ ସିଣ୍ଡେୟେଭା କହିଛନ୍ତି। ଟିଭିର ପ୍ରସାରଣକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିବା ପରେ ଚ୍ୟାନେଲ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri