ଏସବୁ ୫ ରାଜ୍ୟରେ ଜାରି ରହିଛି କରୋନା ମହାମାରୀ ତାଣ୍ଡବ

ନୂଆଦିଲ୍ଲୀ, ୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୫ଟି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ସେସବୁ ରାଜ୍ୟ ମଧ୍ୟରେ ମହାରାଷ୍ଟ ପ୍ରଥମ ସ୍ଥାନରେ ରହିଛି। ଏହା ପଛକୁ ତାମିଲନାଡୁ ରହିଛି। ସେହିପରି ତୃତୀୟ ସ୍ଥାନରେ କର୍ନାଟକ ରହିଛି। ଚତୁର୍ଥ ସ୍ଥାନରେ ଆନ୍ଧ୍ରପ୍ରଦେଶ ଥିବାବେଳେ ପଞ୍ଚମ ସ୍ଥାନରେ ଦିଲ୍ଲୀ ରହିଛି। ମହାରାଷ୍ଟ୍ରରେ ୪ ଲକ୍ଷ ୬୮ ହଜାର ୨୬୫ ଜଣ ଆକ୍ରାନ୍ତ ଥିବାବେଳେ ଏଠାରେ ମୃତକଙ୍କ ସଂଖ୍ୟା ୧୬ ହଜାର ୪୭୬ ରହିଛି। ମହାରାଷ୍ଟ୍ରରେ ୩ ଲକ୍ଷ ୫ ହଜାର ୫୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ତାମିଲନାଡୁରେ ୨ ଲକ୍ଷ ୭୩ ହଜାର ୪୬୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ୪ ହଜାର ୪୬୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଲକ୍ଷ ୧୪ ହଜାର ୮୧୫ ଜଣ ସୁସ୍ଥ ହୋଇ ସାରିଛନ୍ତି। କର୍ନାଟକରେ କରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୮୦୪ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୫୧ ହଜାର ୪୪୯ ଜଣ ଆକ୍ରାନ୍ତ ରହିଛି। ସେମାନଙ୍କ ମଧ୍ୟରୁ ୭୪ ହଜାର ୬୭୯ ସୁସ୍ଥ ହୋଇସାରିଛନ୍ତି। ସେହିପରି ଆନ୍ଧ୍ରପ୍ରଦେଶରେ ମୃତକଙ୍କ ସଂଖ୍ୟା ହଜାରେ ୬୮୧ ରହିଛି। ଏଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୮୬ ହଜାର ୪୬୧ ରହିଛି। ସେଥିମଧ୍ୟରୁ ଲକ୍ଷେ ୪ ହଜାର ୩୫୪ ସୁସ୍ଥ ହୋଇ ସାରିଛନ୍ତି। ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୪୦ ହଜାର ୨୩୨ ରହିଛି। ଏଠାରେ ମୃତକଙ୍କ ସଂଖ୍ୟା ୪ ହଜାର ୪୪ ରହିଛି। ଅପରପକ୍ଷରେ ଲକ୍ଷେ ୨୬ ହଜାର ୧୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରକୁ ଛୁଇଁଲା

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri