ଆସନ୍ତାକାଲି ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବନ୍ଦ ସମୟରେ ଅନ୍ୟ ଅତ୍ୟାବଶ୍ୟକୀୟ ଜରୁରୀ ସରକାରୀ ସେବା ବଜାୟ ରହିବ। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା...

ଚାଲୁନି ପାସେଞ୍ଜର ଟ୍ରେନ୍‌, ବାଧୁଛି ବସ୍‌ ଭଡ଼ା

ପୁରୀ ଅଫିସ,୨୧।୨: କୋଭିଡ୍‌-୧୯ ସ୍ଥିତିରେ ସୁଧାର ଆସିବା ପରଠାରୁ ଦେଶର ବିଭିନ୍ନ ସ୍ଥାନରେ ପାସେଞ୍ଜର ରେଳସେବା ଆରମ୍ଭ ହେଲାଣି। ହେଲେ ଓଡ଼ିଶା ଦେଇ ଚାଲୁଥିବା ପୂର୍ବତଟ...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ...

୩୫୦ ଶଯ୍ୟାର କୋଭିଡ୍‌ କେୟାର ସେଣ୍ଟର

ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍‌-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌...

ଭିସୁଟ୍‌ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍‌, କିଟ୍‌ ଖରାପ ଥିବା ଯୋଗୁ ଆସିଥିଲା ପଜିଟିଭ୍‌

ସମ୍ବଲପୁର,୨।୩(ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହୋଇଥିଲା। ଏପରିକି ବିଶ୍ୱବିଦ୍ୟାଳୟର ୨୫ଜଣ...

ଗଡ୍‌କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ...

ରାଜ୍ୟରେ ସୁସ୍ଥ ହେଲେ ୩୦୯ କରୋନା ଆକ୍ରାନ୍ତ

ଭୁବନେଶର,୨୧।୧୨: ରାଜ୍ୟରେ ସୋମବାର ୩୦୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ମୋଟ ୩,୨୧,୯୫୬ରେ ପହଞ୍ଚିଛି। ଅନୁଗୁଳ ଜିଲ୍ଲାରୁ...

ପଦୋନ୍ନତି ସମ୍ପର୍କିତ ତ୍ରୁଟି ସଂଶୋଧିତ: ଉପକୃତ ହେବେ ୧୫୪ ୟୁଆର୍‌, ୨୭ ଏସ୍‌ସି, ୪୦ ଏସ୍‌ଟି କର୍ମଚାରୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସଂଖ୍ୟାଧିକ ଉପବିଭାଗ ଅଧିକାରୀ(ଏସ୍‌ଓ)ଙ୍କର ଡେସ୍କ ଅଫିସର(ଡିଓ) ପଦବୀକୁ ପଦୋନ୍ନତି ହେବ। ଏ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ପଦୋନ୍ନତି...

Advertisement
Archives

Model This Week