Posted inଜାତୀୟ

ଏମସିଡି ନିର୍ବାଚନ ପାଇଁ ଦିଲ୍ଲୀର ସମସ୍ତ ସରକାରୀ ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୩ ।୧୨: ଦିଲ୍ଲୀରେ ଆସନ୍ତା କାଲି ଅର୍ଥାତ୍ ୪ ଡିସେମ୍ବର ରବିବାର ନଗର ନିଗମ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ଡିସେମ୍ବର ୪ର ମତଦାନ ପାଇଁ ସମସ୍ତ ସ୍କୁଲରେ ପୋଲିଂ ଷ୍ଟେଶନ କରାଯିବ । ଏହାର ପ୍ରସ୍ତୁତି ପାଇଁ ଶନିବାର ସମସ୍ତ ସରକାରୀ ସ୍କୁଲକୁ ବନ୍ଦ କରି ଦିଆଯାଇଛି । ଏହାପରେ ୧୦ ଡିସେମ୍ବରରେ ସ୍କୁଲ ପୁଣି ଖୋଲିବ । ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ସରକାରୀ ସ୍କୁଲ ମୁଖ୍ୟଙ୍କୁ ଏହି ନିର୍ଦ୍ଦେଶ ଦିଆଯାଇଛି । ଅନପଟେ କିଛି ଘରୋଇ ସ୍କୁଲରେ ବି ଏମସିଡି ନିର୍ବାଚନ ଲାଗି ପ୍ରସ୍ତୁତି ହୋଇଥିବାରୁ ଏହାକୁ ବି ବନ୍ଦ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri