ସାବିତ୍ରୀ ଅମାବାସ୍ୟାରେ ସବୁ ଉଚ୍ଚଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୩୦ ତାରିଖରେ ସାବିତ୍ରୀ ଅମାବାସ୍ୟା। ସେଦିନ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, କଲେଜ ପ୍ରିନ୍ସିପାଲ୍‌ଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ୩୦ ତାରିଖ ଦିନ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ଏବଂ ବେସରକାରୀ ଡିଗ୍ରୀ କଲେଜ ବନ୍ଦ ରହିବ ବୋଲି କୁହାଯାଇଛି। ଏହା ପୂର୍ବରୁ ସ୍କୁଲ୍‌ଗୁଡ଼ିକ ୩୦ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଶୋକ:ଭିଡିଓ କନ୍‌ଫରେନ୍ସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ):  ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପୂର୍ବତନ ବାଚସ୍ପତି ଶରତ ଚନ୍ଦ୍ର କରଙ୍କ ସମେତ ଦିବଂଗତ ବିଧାୟକଙ୍କ...

ଆର୍‌ପିଏଫ୍‌ର ବାର୍ଷିକ ଅପରାଧ ରିପୋର୍ଟ ପ୍ରକାଶ: ଟ୍ରେନ୍‌ରେ ନିଶା କାରବାର, ଚୋରି ବଢ଼ିଛି

ଭୁବନେଶ୍ୱର,୧୫-୧(ବ୍ୟୁରୋ): ଟ୍ରେନ୍‌ ଓ ଷ୍ଟେଶନରେ ବଢ଼ି ଚାଲିଥିବା ଅପରାଧ ରୋକିବା ସହ ଯାତ୍ରୀ ଏବଂ ଧନଜୀବନକୁ ସୁରକ୍ଷା ଦେବାରେ ରେଲ୍‌ଓ୍ବେ ପ୍ରୋଟେକ୍ସନ ଫୋର୍ସ (ଆର୍‌ପିଏଫ୍‌)ର ଗୁରୁତ୍ୱପୂର୍ଣ୍ଣ...

୩ ଶିଫ୍ଟରେ ହେବ ଓଜେଇଇ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଏନେଇ ଗୁରୁବାର ପରୀକ୍ଷା ସୂଚୀ ପ୍ରକାଶ...

ରବିଧାନ କିଣା ବନ୍ଦ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ଆଉ ରବି ଧାନ ସଂଗ୍ରହ ହେବ ନାହିଁ। କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ସମୟ ଶେଷହୋଇ ଯାଇଥିବାରୁ ଧାନ କିଣା ବନ୍ଦ ହୋଇଛି।...

ଭୁବନେଶ୍ୱରକୁ ନୂଆ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ପ୍ରଥମେ ଏୟାର ଇଣ୍ଡିଆ ଓ ପରେ ଏୟାର ଏସିଆ ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ସେବା ପ୍ରତ୍ୟାହାର କରିସାରିଲେଣି। ହେଲେ ଏବେ...

ପରିବା ଟ୍ରକରୁ ଜବତ ହେଲା ୫ କୁଇଣ୍ଟାଲ ଗଞ୍ଜେଇ

ଭୁବନେଶ୍ୱର,୮।୯(ବ୍ୟୁରୋ)-ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ମଙ୍ଗଳବାର ୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରାଯାଇଛି। ଏକ ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକରେ ଗଞ୍ଜେଇ ଲୋଡ ହୋଇ...

ଆଜି ଶ୍ରାବଣ ଶେଷ ସୋମବାର: ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୮ା୮(ବ୍ୟୁରୋ): ଆଜି ହେଉଛି ଶ୍ରାବଣର ଶେଷ ସୋମବାର। ଏନେଇ ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜ, କଟକର...

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି...

Advertisement
Archives

Model This Week