ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ ଜ୍ୟୋତି କୋଶଳ କଳା ମଣ୍ଡଳକୁ ଅଣାଯିବା ପରେ ମଠଖାଇ ମହୋତ୍ସବର ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଏହାକୁ ଗ୍ରହଣ କରି ମଞ୍ଚ ସମ୍ମୁଖରେ ସ୍ଥାପନ କରି ମଠଖାଇ ମହୋତ୍ସବ ଉଦ୍‌ଘାଟନ ଘୋଷଣା କରିଥିଲେ।

ଏହାପରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। କୋଶଳ କଳା ମଣ୍ଡଳ ପଡ଼ିଆରୁ ସାଂସ୍କୃତିକ ଶୋଭାଯାତ୍ରା କଚେରି ଛକ, ପାଟଣା ଛକ, ପାଟଣେଶ୍ୱରୀ ମନ୍ଦିର ଓ ସମଲେଶ୍ୱରୀ ମନ୍ଦିର ପୁଣି କୋଶଳ କଳା ମଣ୍ଡଳରେ ପହଞ୍ଚିଥିଲା। ଦେବୀ ପାଟଣେଶ୍ୱରୀ ଓ ଦେବୀ ସମଲେଶ୍ୱରୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥିଲା। ଏଥିରେ ସୁଡ଼ପଡ଼ା ଘଣ୍ଟ ବାଦ୍ୟ, ମହିଳା ସଙ୍କୀର୍ତ୍ତନ ମଣ୍ଡଳୀ ସାମିଲଥିଲେ। ଏହି ଶୋଭାଯାତ୍ରାରେ ବହୁ ନାଟ୍ୟକାର ଓ ନାଟ୍ୟପ୍ରେମୀ ସାମିଲ ହୋଇଥିଲେ। ସନ୍ଧ୍ୟାରେ ନାଟକ ସମାରୋହ ଆରମ୍ଭ ହେବ। ପ୍ରଥମ ସନ୍ଧ୍ୟାରେ ଓଡ଼ିଆ ନାଟକ ମାଗୁଣିର ଶଗଡ଼ ମଞ୍ଚସ୍ଥ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri