ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ୟାସ୍‌ ପ୍ରଭାବିତ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶର ଅଫିସ, ୨୯।୫: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବାଲେଶ୍ୱର ନଗରର କାର୍ଯ୍ୟକର୍ତ୍ତାମାନଙ୍କ ଦାରା ସାର୍ଥା ଅଞ୍ଚଳରେ ପାଣି ଘେରରେ ଥିବା ଗ୍ରାମବାସୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବାତ୍ୟା ୟାସ୍‌ର କରାଳ ପ୍ରକୋପ ଯୋଗୁ ଗତ ୨ଦିନ ଧରି ଗ୍ରାମବାସୀଙ୍କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କ ଲାଗି ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକର୍ତ୍ତାମାନେ କିଛି ଶୁଖିଲା ଖାଦ୍ୟ ଓ ପିଇବା ପାଣି ବ୍ୟବସ୍ଥା କରିଥିବା ଜଣାପଡ଼ିଛି। ଏହି କାର୍ଯ୍ୟରେ ରାଜ୍ୟ ସମ୍ପାଦକ ସୌଭାଗ୍ୟ ମହାନ୍ତି, ବିଭାଗ ସହ ସଂଯୋଜକ ରଜତ ପାତ୍ର, ବିଭାଗ ମିଡ଼ିଆ ସଂଯୋଜକ ଜୟନ୍ତ ପ୍ରଧାନ, ନନ୍ଦକିଶୋର ରାଉତ, ତପୁ ମୂଳା, ସତ୍ୟପ୍ରାଗ୍ୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ...

ଗଞ୍ଜାମ ସହରରେ ବଢୁଛି ନକଲି ଔଷଧ କାରବାର, ରୋଗୀ ହନ୍ତସନ୍ତ

ଗଞ୍ଜାମ,୨୫ା୬(ବିଦ୍ୟାଧର ସାହୁ): ଦିନକୁ ଦିନ ଗଞ୍ଜାମ ସହରରେ କାୟାବିସ୍ତାର କରିଚାଲିଛି ନକଲି ଔଷଧ। ସ୍ବାସ୍ଥ୍ୟ ବିଭାଗ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ସହରର କିଛି ଔଷଧ...

ବିଦ୍ୟାଳୟରେ ୫ ଶିକ୍ଷକ ପଦବୀ ଖାଲି

ସାଲେପୁର,୧୦।୨(ଡି.ଏନ୍‌.ଏ.): ସରକାର ଶିକ୍ଷା ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ବିଦ୍ୟାଳୟଗୁଡ଼ିକୁ ଅନେକ ଉପକରଣ ଯୋଗାଇ ଦେଉଥିବା ନେଇ ଡିଣ୍ଡିମ ପିଟୁଛନ୍ତି। ମାତ୍ର ଶିକ୍ଷକ...

ଅଧିକାରୀ, କର୍ମଚାରୀଙ୍କ ଅନୁପସ୍ଥିତିରେ ଅସନ୍ତୋଷ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) – ପ୍ରତି ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବାକୁ ସରକାରୀ ନିର୍ଦ୍ଦେଶ ଥିଲେ...

ଭିଜିଲାନ୍ସ ଜାଲରେ ଏସ୍‌ଆଇ

କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍‌ ଟ୍ରାନ୍ସପୋର୍ଟ ଫିଟର୍‌ ଏସ୍‌ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ...

ପୋସ୍କୋ ପରେ ଜେଏସ୍‌ଡବ୍ଲ୍ୟୁ ବିରୋଧରେ ଶାଣିତ ହେଲାଣି ସ୍ବର: ଜନଶୁଣାଣିକୁ ବିରୋଧ କରିବାକୁ ନିଷ୍ପତ୍ତି

ଜଗତ୍‌ସିଂହପୁର ଅଫିସ/କୁଜଙ୍ଗ,୩୦।୧୦(ସ୍ବ.ପ୍ର.): ଓଡ଼ିଶାରୁ ପୋସ୍କୋ ବିଦାୟ ନେବା ପରେ କମ୍ପାନୀ ପାଇଁ ଜଗତ୍‌ସିଂହପୁର ଜିଲାର ଢିଙ୍କିଆ ଚାରି ଦେଶର ଯେଉଁ ଜମି ଅଧିଗୃହିତ ହୋଇଥିଲା, ତା’...

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ।...

ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ ଘଟଣା,ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୭।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍‌...

Advertisement
Archives

Model This Week