ପିସୋଚିନ ପହଞ୍ଚିଲା ଭାରତ ସରକାରଙ୍କ ବସ

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ୟୁକ୍ରେନର ପିସୋଚିନରେ ଫସି ରହିଥିବା ପ୍ରାୟ ୨୯୮ ଭାରତୀୟ ଛାତ୍ରଙ୍କୁ ସେଠାରୁ ଉଦ୍ଧାର କରାଯାଇଛି । ୟୁକ୍ରେନରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପିସୋଚିନରୁ ଭାରତୀୟ ଛାତ୍ରଙ୍କୁ ଉଦ୍ଧାର କରିବା ପାଇଁ ଭାରତୀୟ ଦୂତାବାସ ପକ୍ଷରୁ ୫ ବସ୍‌ର ବ୍ୟବସ୍ଥା କରାଯାଇଥିଲା । ଏହି ବସ୍ ମାଧ୍ୟମରେ ପିସୋଚିନରୁ ଭାରତୀଙ୍କୁ ଉଦ୍ଧାର କରାଯାଇଛି । ଭାରତୀୟ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଉଦ୍ଧାର ହୋଇଥିବା ଭାରତୀୟମାନେ ଭାରତ ପହଞ୍ଚିବା ପର୍ଯ୍ୟନ୍ତ ଦୂତାବାସ ସେମାନଙ୍କ ସମ୍ପର୍କରେ ରହିବ ବୋଲି କୁହାଯାଇଛି ।
ଏହା ପୂର୍ବରୁ ଭାରତୀୟ ଦୂତାବାସ ପକ୍ଷରୁ ଟୁଇଟ୍ କରାଯାଇଥିଲା କି ଭାରତ ସରକାରଙ୍କ ପକ୍ଷରୁ ପଠାଯାଇଥିବା ୩ଟି ବସ୍ ପେସୋଚିନ ପହଞ୍ଚି ସାରିଛି । ଆଉ ସେଠାରୁ ଏହା ପଶ୍ଚିମକୁ ଗତି କରିବ । ଆଉ ୨ଟି ବସ ଶୀଘ୍ର ପହଞ୍ଚିବ । ଆମର ସମସ୍ତ ଛାତ୍ର ସୁରକ୍ଷିତ ଉଦ୍ଧାର ହୁଅନ୍ତୁ ଏତିକି କାମନା । ସୂଚନାଯୋଗ୍ୟ, ପିସୋଚିନ ଖାର୍କିବ ଠାରୁ ମାତ୍ର ୧୧ କିଲୋମିଟର ଦୂର ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri