Posted inଜାତୀୟ

‘ମୁଁ ସବୁକିଛି ଠିକ୍‌ ଅଛି ବୋଲି କହିପାରିବି ନାହିଁ’

ଚଣ୍ଡିଗଡ଼,୨।୯: ପଞ୍ଜାବ କଂଗ୍ରେସରେ ଏବେ ବି ସବୁ ଠିକ ଚାଲିନାହିଁ। ଦଳର ପଞ୍ଜାବର ଦାୟିତ୍ୱରେ ଥିବା ତଥା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଏହା ପ୍ରମାଣ କରିଛନ୍ତି। ପଞ୍ଜାବ କଂଗ୍ରେସରେ ଚାଲିଥିବା ବିବାଦର ସମାଧାନ କାର୍ଯ୍ୟ ଚାଲିଛି ବୋଲି ରାୱତ କହିଛନ୍ତି। ଗୁରୁବାର ଦିନ ସେ କହିଛନ୍ତି, ‘ମୁଁ କହିବି ନାହିଁ ଯେ ସବୁକିଛି ଠିକ ଅଛି, କିନ୍ତୁ ଆମେ ଏହା ଆଡକୁ ଗତି କରୁଛୁ। କ୍ୟାବିନେଟ ପୁନଃନିର୍ମାଣ ସମ୍ପର୍କରେ କୌଣସି ଆଲୋଚନା ହୋଇନାହିଁ ବୋଲି ସେ କହିଛନ୍ତି। କୁହାଯାଉଛି ଯେ, କ୍ୟାବିନେଟରେ ପୁନଃନିର୍ମାଣ ପ୍ରସଙ୍ଗରେ ରାଜ୍ୟ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଗୁରୁତ୍ୱାରୋପ କରିଛନ୍ତି। ବୁଧବାର ସେ ସିସଭାନରେ ଥିବା ତାଙ୍କ ଫାର୍ମହାଉସରେ ରାୱତଙ୍କୁ ଭେଟିଥିଲେ। ଏହାପୂର୍ବରୁ ମଙ୍ଗଳବାର ସେ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁଙ୍କୁ ମଧ୍ୟ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ବିଲ୍‌କୁ ନେଇ କୃଷକଙ୍କ ବିରୋଧ ପ୍ରଦର୍ଶନ: ଟିକରି-ସିନ୍ଧୁ ସୀମା ବନ୍ଦ

ନୂଆଦିଲ୍ଲୀ,୩୦ ।୧୧: କେନ୍ଦ୍ର ସରକାରଙ୍କ କୃଷି ବିଲକୁ ନେଇ ଗତ ପ୍ରାୟ ୫ଦିନ ହେବ ପଞ୍ଜାବ. ହରିୟାଣା, ରାଜସ୍ଥାନ ଆଦିର କୃଷକମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ...

ବଡ଼ ଧରଣର ବିସ୍ଫୋରଣ ଷଡ଼ଯନ୍ତ୍ର ପଣ୍ଡ: ୨ ପିଏଫ୍‌ଆଇ ସଦସ୍ୟ ଗିରଫ

ଲକ୍ଷ୍ନୌ,୧୭।୨: ଦେଶରେ ବଡ଼ ଧରଣର ବିସ୍ଫୋରଣ କରିବା ପାଇଁ ରଚାଯାଇଥିବା ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଉତ୍ତରପ୍ରଦେଶ ଏସ୍‌ଟିଏଫ୍‌ ଟିମ୍‌ ପକ୍ଷରୁ ପପୁଲାର ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ...

ପୂର୍ବତନ ଆଇପିଏସ୍‌ଙ୍କ ଘରେ ଆଇଟି ରେଡ୍‌: ବେସମେଣ୍ଟରେ ୬୫୦ ଲକର

ନଏଡା,୧ ।୨: ସାଧାରଣ ଲୋକଙ୍କର ବଜେଟ ଯଦିଓ ବିଗିଡି ଯାଇଛି, ହେଲେ ଏମିତି କିଛି ଲୋକ ଅଛନ୍ତି ଯାହାଙ୍କର ବଜେଟ ସଦାବାହାର ହୋଇ ରହିଛି ।...

ନରେନ୍ଦ୍ର ମୋଦି ପ୍ରକୃତରେ ସରେଣ୍ଡର ମୋଦି: ରାହୁଲ

ନୂଆଦିଲ୍ଲୀ,୨୧।୬: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରତିଥର ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଲଦ୍ଦାଖର ଏଲ୍‌ଏସିରେ ୨୦ ଭାରତୀୟ...

ଇସ୍ତଫା ଦେଇ ପାରନ୍ତି ୟେଦୁରପ୍ପା

ନୂଆଦିଲ୍ଲୀ,୧୭ ।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହୁ...

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା...

ମହାରାଷ୍ଟ୍ରରେ ଏନ୍‌ଡିଏ, ହରିୟାଣାରେ ଝୁଲା

ନୂଆଦିଲ୍ଲୀ,୨୫-୧୦(ପି.ଟି.):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ଭାଜପା-ଶିବସେନା ମେଣ୍ଟକୁ ପୁଣିଥରେ ସରକାର ଗଠନ ପାଇଁ ସ୍ପଷ୍ଟ ଜନାଦେଶ ମିଳିଥିବାବେଳେ ହରିୟାଣାରେ ଗୈରିକ ଦଳ ସବୁଠୁ ବଡ଼ ଦଳ...

ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ବସ ଦୁର୍ଘଟଣା: ୮ ମୃତ ଅନେକ ଆହତ

ବାରବାଙ୍କି,୨୫ ।୭: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରେ ଏକ ବଡଧରଣର ସଡ଼କ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି...

Advertisement
Archives

Model This Week