Posted inଜାତୀୟ

ଚମକିପଡିଲେ ସବୁ ନେତା! ଅଧା ଗଣତିରୁ ଏତେ ବଡ଼କଥା କହିଦେଲେ କଳ୍ପନା

ରାଞ୍ଚି,୨୩।୧୧: ୨୪ବର୍ଷର କେର୍ଡ ଭାଙ୍ଗିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏନଡିଏକୁ ପଛରେ ପକେଇ ଆଗରେ ସୋରେନଙ୍କ ସହ ଇଣ୍ଡିଆ ମେଣ୍ଟ । ରାଜ୍ୟରେ ଇଣ୍ଡିଆ ମେଣ୍ଟକୁ ବହୁମତ ମିଳିସାରିଛି। ଦଳ ୫୧ ସିଟ୍‌ରେ ଟେଣ୍ଡ କରୁଥିବାବେଳ ଏନଡିଏ ୨୯ସିଟ୍‌ ପଛରେ ରହିଛି।

ତେବେ ଗଣତି ମଝିରେ କଳ୍ପନା ସୋରେନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏବେବି ଭୋଟ ଗଣତି ଜାରି ରହିଛି। ଆଉ କେଇ ଘଣ୍ଟା ମଧ୍ୟରେ ଫଳାଫଳ ଆସିବ। ୨୩ ତାରିଖର ଅପେକ୍ଷା ସମସ୍ତେ କରିଥିଲେ। ଝାଡଖଣ୍ଡର ଜନତା ବିକାଶର ରାସ୍ତା ଖୋଲିଛନ୍ତି। ଏବେ ଝାଡକଣ୍ଡର ନୁହେଁ ମୈୟାଙ୍କର ବିଜୟ ହୋଇଛି।

ସୂଚନାଯୋଗ୍ୟ ଯେ, ଝାଡ଼ଖଣ୍ଡ ବିଧାନସଭାର ସମସ୍ତ ୮୧ଟି ଆସନ ପାଇଁ ମୋଟ ୨ଟି ପର୍ୟ୍ୟାୟରେ ଭୋଟ ପଡିଥିଲା । ନଭେମ୍ବର ୧୩ ତାରିଖରେ ପ୍ରଥମ ପର୍ୟ୍ୟାୟ ଭୋଟ ପଡିଥିବାବେଳେ, ନଭେମ୍ବର ୨୦ରେ ପଡିଥିଲା ଦ୍ୱିତୀୟ ପର୍ୟ୍ୟାୟ ଭୋଟ । ଏଠାରେ ଭାଜପା ଏବଂ ଏଜେଏସୟୁ ମିଳିତ ଭାବେ ନିର୍ବାଚନ ଲଢୁଥିବାବେଳେ, ଜେଏମଏମ ଏବଂ କଂଗ୍ରେସ ଏକାଠି ମିଶି ନିର୍ବାଚନ ଲଢୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri