ନବୀନ ସରକାରଙ୍କ ସମସ୍ତ ମନ୍ତ୍ରୀ ଦେଲେ ଇସ୍ତଫା

ଭୁବନେଶ୍ୱର,୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନିଜ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ପଠାଇଥିବାବେଳେ ରବିବାର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ । ଦିନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ରାଜଭବନରେ ଶପଥ ଗ୍ରହଣ କରିବେ। ଏହି ମନ୍ତ୍ରିମଣ୍ଡଳରେ ୧୦ରୁ ୧୨ ଜଣ ନୂଆ ମୁହଁ ସାମିଲ ହେବାକୁ ଥିବା ବେଳେ ଅନ୍ୟ ମନ୍ତ୍ରୀ ମାନଙ୍କ ବିଭାଗ ପରିବର୍ତ୍ତନ ହେବ ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ମନ୍ତ୍ରୀଙ୍କୁ ତୁରନ୍ତ ନିଜର ଇସ୍ତଫା ପତ୍ର ପଠାଇବାକୁ ସକାଳେ ନିର୍ଦ୍ଦେଶ ଦିଆଯାଇଥିଲା। ଏହାପରେ ମନ୍ତ୍ରୀମାନେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇ ସାରିଛନ୍ତି। ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବା ପାଇଁ ରାଜଭବନକୁ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri