Posted inଜାତୀୟ

ଜୁଲାଇ ୬ରୁ ଖୋଲିବ ଏହି ସବୁ ଐତିହ୍ୟସ୍ଥଳୀ

ନୂଆଦିଲ୍ଲୀ,୨।୭-ଅନଲକ ୧ ପରେ ବର୍ତ୍ତମାନ ଦେଶରେ ଅନଲକ ୨ ଆରମ୍ଭ ହୋଇଛି। ତେବେ ସରକାର ଧିରେ ଧିରେ କିଛି କଟକଣାକୁ କୋହଳ କରୁଥିବାବେଳେ କିଛି କଟକଣାକୁ କଡାକଡି ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏପରିସ୍ଥିତିରେ ତାଜମହଲଠାରୁ ଆରମ୍ଭ କରି ଦିଲ୍ଲୀରେ ଥିବା ରେଡ ଫୋର୍ଟ ଯାଏ ଦେଶର ସମସ୍ତ ଐତିହାସିକ କୀର୍ତ୍ତିରାଜି ଆସନ୍ତା ୬ ତାରିଖରୁ ଖୋଲିବ ବୋଲି ଜଣାପଡ଼ିଛି।


ଏ ନେଇ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ଟୁଇଟ କରିଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ସାଞ୍ଚି (ମଧ୍ୟପ୍ରଦେଶ), ପୁରୁଣା କିଲା (ଦିଲ୍ଲୀ), ଖଜୁରାହୋ (ବିଶ୍ବ ଐତିହ୍ୟ ସ୍ମାରକୀ) ଭଳି ଐତିହ୍ୟସ୍ଥଳୀ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଏବଂ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସହ ମୁଁ ଆଲୋଚନା କରିଛି। ଜୁଲାଇ ୬ ତାରିଖରୁ ସମସ୍ତ ସ୍ମାରକୀ ସୁରକ୍ଷାର ସହ ଖୋଲାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri