Posted inଜାତୀୟ

ଜୁଲାଇ ୬ରୁ ଖୋଲିବ ଏହି ସବୁ ଐତିହ୍ୟସ୍ଥଳୀ

ନୂଆଦିଲ୍ଲୀ,୨।୭-ଅନଲକ ୧ ପରେ ବର୍ତ୍ତମାନ ଦେଶରେ ଅନଲକ ୨ ଆରମ୍ଭ ହୋଇଛି। ତେବେ ସରକାର ଧିରେ ଧିରେ କିଛି କଟକଣାକୁ କୋହଳ କରୁଥିବାବେଳେ କିଛି କଟକଣାକୁ କଡାକଡି ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏପରିସ୍ଥିତିରେ ତାଜମହଲଠାରୁ ଆରମ୍ଭ କରି ଦିଲ୍ଲୀରେ ଥିବା ରେଡ ଫୋର୍ଟ ଯାଏ ଦେଶର ସମସ୍ତ ଐତିହାସିକ କୀର୍ତ୍ତିରାଜି ଆସନ୍ତା ୬ ତାରିଖରୁ ଖୋଲିବ ବୋଲି ଜଣାପଡ଼ିଛି।


ଏ ନେଇ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ଟୁଇଟ କରିଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ସାଞ୍ଚି (ମଧ୍ୟପ୍ରଦେଶ), ପୁରୁଣା କିଲା (ଦିଲ୍ଲୀ), ଖଜୁରାହୋ (ବିଶ୍ବ ଐତିହ୍ୟ ସ୍ମାରକୀ) ଭଳି ଐତିହ୍ୟସ୍ଥଳୀ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଏବଂ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସହ ମୁଁ ଆଲୋଚନା କରିଛି। ଜୁଲାଇ ୬ ତାରିଖରୁ ସମସ୍ତ ସ୍ମାରକୀ ସୁରକ୍ଷାର ସହ ଖୋଲାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସମସ୍ତେ ବେଜିଂ ମୁହାଁ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୧୫ ମେ’ରେ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗଙ୍କ ସହ ଦୁଇ ଦିନିଆ ଆଲୋଚନା ଶେଷ କରି ଫେରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri