ନାବାଳିକାଙ୍କୁ ଛୁରି ଦେଖାଇ ସାରା ରାତି ବଳାତ୍କାର, ଅଭିଯୁକ୍ତ ଫେରାର

ଏମ୍‌ଭି ୭୯, ୧୪ା୧୦(ଭିକି ବାରିକ): ଦୁର୍ଗାପୂଜା ପାଇଁ ମଣ୍ଡପଗୁଡିକରେ ଗହଳି ଲାଗି ରହିଥିବା ବେଳେ ମାଲାକନଗିରି ଜିଲା ମୋଟୁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଛୁରି ଦେଖାଇ ଭୟଭୀତ କରି ସାରା ରାତି ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ନଂ.୧୩୬/୨୪ରେ ମାମଲା ରୁଜୁ ହୋଇଛି। ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ପ୍ରକାଶ ଯେ, ଶନିବାର ରାତି ପ୍ରାୟ ୮ଟାରେ ଅଭିଯୁକ୍ତ ଯୁବକ ମୋଟୁ ଥାନା ଅଞ୍ଚଳର ଏକ ଗାଁ ମୁଣ୍ଡରେ ରହୁଥିବା ଜଣେ ବ୍ୟକ୍ତି ମାଛ ଧରିବାକୁ ବାହାରକୁ ଯାଇଥିବା ଜାଣିବାକୁ ପାଇଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କ ନାବାଳିକା ଝିଅ ଏକାକୀ ଥିବା ସମୟରେ ଘରେ ପଶି ତାଙ୍କୁ ଏକ ଛୁରି ଦେଖାଇ ଭୟଭୀତ କରିଥିଲେ। ପାଟି କଲେ ହତ୍ୟା ଧମକ ଦେଇଥିଲେ। ଏହାପରେ ସାରା ରାତି ନାବାଳିକାଙ୍କୁ ବଳାତ୍କାର କରିବା ସହ ଶରୀରର ବିଭିନ୍ନ ସ୍ଥାନକୁ କାମୁଡ଼ି କ୍ଷତାକ୍ତ କରି ପକାଇଥିଲେ। ଭୋର ସମୟରେ ଯୁବକ ଜଣଙ୍କ ଘଟଣା ବିଷୟରେ କାହାକୁ ଜଣାଇଲେ ହତ୍ୟା ଧମକ ଦେଇ ଫେରାର ହୋଇଯାଇଥିଲେ। ପରେ ନାବାଳିକା ଘଟଣା ସମ୍ପର୍କରେ ନିଜ ଭାଇଙ୍କୁ ଫୋନ ଯୋଗେ ଜଣାଇବାରୁ ପାଖଆଖ ଲୋକେ ଆସି ତାଙ୍କୁ ଉଦ୍ଧାର କରିବା ସହ ମାଛ ଧରିବାକୁ ଯାଇଥିବା ତାଙ୍କ ବାପାଙ୍କୁ ଘଟଣା ବିଷୟରେ ଅବଗତ କରିଥିଲେ। ଏହାପରେ ପୀଡ଼ିତାଙ୍କ ବାପାଙ୍କ ସମେତ ଗ୍ରାମବାସୀ ମୋଟୁ ଥାନାକୁ ଯାଇ ଘଟଣା ସମ୍ପର୍କରେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri