ଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ

ଛତ୍ରପୁର,୧୮।୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ ଗଞ୍ଜାମ ଜିଲା ପକ୍ଷରୁ ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ ଅଫିସ ସମ୍ମୁଖରେ ୧୦ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଶତାଧିକ ଅଙ୍ଗନଓ୍ବାଡିକର୍ମୀ ଓ ସହାୟିକା ସାମିଲ ଥିଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜଲାପାଳଙ୍କୁ ପ୍ରଦାନ କରାଯାଇଥିଲା ପ୍ରାରମ୍ଭରେ ଅଙ୍ଗନଓ୍ବାଡିକର୍ମୀ ଓ ସହାୟିକା ମାନଙ୍କ ପକ୍ଷରୁ ଏକ ବିଶାଳ ରାଲି ଡିଆରଡିଏ ଛକରୁ ବାହାରି ସହର ପରିକ୍ରମା କରି ଛତ୍ରପୁର ଉପଜିଲାପାଳ ଅଫିସ ଦେଇ ଜ଼ିଲାପାଳଙ୍କ ଅଫିସ ଠାରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ନେତା ମାନେ ଦାବି ଉପସ୍ଥାପନ କରିଥିଲେ ଦାବି ଗୁଡିକ ମଧ୍ୟରେ ଅଙ୍ଗନଓ୍ବାଡିକର୍ମୀ ଓ ସହାୟିକା ମାନଙ୍କୁ ସରକାରୀ କର୍ମଚାରୀ ଘୋଷଣା ସହ ପରିତୋଷିକ ପ୍ରଦାନ, ତିନି ମାସର ଆଗୁଆ ଟିଏଚଆର, ଏମଏସ ପିୱାଇ ଓ ରୋଷେଇ ପାଇଁ ଖର୍ଚ୍ଚ ଦେବା ,କେନ୍ଦ୍ର ଗୃହ ଯୋଗାଇଦେବା ଓ ନିର୍ମାଣ ନହେବା ଏପର୍ଯ୍ୟନ୍ତ କେନ୍ଦ୍ର ପାଇଁ ଭଡା ପ୍ରଦାନ,ଅବସର ପରେ ଅଙ୍ଗନଓ୍ବାଡିକର୍ମୀ ଓ ସହାୟିକା ମାନଙ୍କୁ ଶିକ୍ଷୟିତ୍ରୀ ଭଳି ଅବସରକାଳୀନ ବେନିଫିଟ ଦେବା, ମୋବାଇଲ ନଦେବା ପର୍ଯ୍ୟନ୍ତ ପୋଷଣ ଟ୍ରାକ କାମରେ କୋହଳ,ବକେୟା ପରିତୋଷିକ ପ୍ରଦାନ,ସବୁ ଜ଼ିଲା ଭଳି ୫ ଦିନ ବଦଳରେ 3 ଦିନ ଅଣ୍ଡା ଦେବା, ଶାଢ଼ୀ ବାବଦରେ ବାର୍ଷିକ ଅର୍ଥ ପ୍ରଦାନ ରହିଛି ଏଥିରେ ସଭାନେତ୍ରୀ ହେମଲତା ମହାନ୍ତି,ସମ୍ପାଦିକା ବାସନ୍ତୀ କୁମାରୀ ପ୍ରଧାନ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri