ନିଖିଳ ଓଡ଼ିଶା ଆୟୁଷ ସଂଗଠନ ପକ୍ଷରୁ ତାଲା ବନ୍ଦ ଡାକରା: ୮ଦଫା ଦାବି ନେଇ ଧାରଣାରେ ବସିଲେ ଛାତ୍ରୀଛାତ୍ର

ବଲାଙ୍ଗୀର,୨୪।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ସୋମବାର ୮ ଦଫା ଦାବି ନେଇ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ପକ୍ଷରୁ ବଲାଙ୍ଗିର ସରକାରୀ ଆୟୁଷ ମହାବିଦ୍ୟାଳୟରେ ଆୟୁଷ ଡ଼ାକ୍ତରୀ ଛାତ୍ରୀଛାତ୍ର ଓ ହାଉସ ସର୍ଜନମାନେ ତାଲା ବନ୍ଦ ଡାକରା ଦେଇ ପ୍ରତିବାଦ କରିଛନ୍ତି। ଆୟୁଷ ଛାତ୍ରୀଛାତ୍ର ଯେଉଁ ୮ ଦଫା ଦାବି ଉପସ୍ଥାପନ କରିଛନ୍ତି, ସେଥିରେ ଓପିଏସ୍‌ସି ମାଧ୍ୟମରେ ନୂଆ ସ୍ଥାୟୀ ଆୟୁଷ ମେଡିକାଲ ଅଫିସର ପଦବୀ ସୃଷ୍ଟି କରିବା, ଉଚ୍ଚ ଶିକ୍ଷା ସୁବିଧା ପାଇଁ ପିଜି ଓ ପିଏଚଡ଼ି ସିଟ ବଢ଼ାଇବା, ଆୟୁଷ ହାଉସ ସର୍ଜନମାନଙ୍କ ପାଇଁ ଡାଇନାମିକ ଷ୍ଟାଇପେଣ୍ଡ ବୃଦ୍ଧି, ଆୟୁଷ କଲେଜ ଗଭର୍ନିଂବଡ଼ିର ପୁନର୍ଗଠନ କରିବା, କଲେଜ ଏବଂ ଆୟୁଷ ମନ୍ତ୍ରଣାଳୟର ଗେଜେଟର ପୂର୍ଣ୍ଣ ପ୍ରୟୋଗ କରି ଉଭୟ ଶିକ୍ଷା ଓ ଭିତ୍ତିଭୂମିର ବିକାଶ କରିବାକୁ ଦାବି କରିଛନ୍ତି l

ସମସ୍ତ ଯୋଜନା ଯଥା ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଯଥା ନିରାମୟ, ଗୋପବନ୍ଧୁ ଜନଆରୋଗ୍ୟ ଆଦିରେ ଆୟୁଷକୁ ସମ୍ମୀଳିତ କରିବା ଓ ଆୟୁଷ ଚିକିତ୍ସାଳୟ ନିମନ୍ତେ ସଚେତନତା ଓ ପ୍ରଚାର କରିବାକୁ ଦାବି କରିଛନ୍ତି। ସ୍ବତନ୍ତ୍ର ଆୟୁଷ ବିଭାଗ ସ୍ଥାପନ କରି ଏହାକୁ ରାଜନୈତିକ ଓ ପ୍ରଶାସନିକ ଦ୍ବନ୍ଦ୍ବରୁ ମୁକ୍ତି ଦେବାକୁ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର ମାନେ ଦାବି କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସେମାନେ ଅନିର୍ଦ୍ଦିଷ୍ଟ କାଳଯାଏ ମହାବିଦ୍ୟାଳୟରେ ପ୍ରତିବାଦ ଜାରି ରଖିବେ ବୋଲି କହିଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri