ଏ ସବୁ ଲୋକଙ୍କୁ ରସୁଣ ଖାଇବା ମନା

ଦୈନନ୍ଦିନ ରସୁଣ ଖାଇବା ସ୍ବାସ୍ଥ୍ୟ ପ୍ରତି  ଲାଭଦାୟକ ହୋଇଥାଏ। ରସୁଣ ଖାଇବା ଦ୍ୱାରା କ୍ୟାନ୍‌ସର, ରକ୍ତଚାପ, ମୁଖବ୍ରଣ ଆଦି ଅନେକ ରୋଗରୁ ମୁକ୍ତି ମିଳିଥାଏ। କିନ୍ତୁ ଆପଣ କ’ଣ ଜାଣିଛନ୍ତି କେଉଁମାନେ ରସୁଣ ଖାଇବା ଅନୁଚିିତ? ତେବେ ଜାଣନ୍ତୁ ସେ ସମ୍ପର୍କରେ…

– ଶ୍ୱାସ ରୋଗୀ ରସୁଣ ଖାଇବା ଅନୁଚିତ। କାରଣ ରସୁଣରୁ ଏହି ରୋଗୀଙ୍କୁ ଅନେକ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ମିଳିଥାଏ।

– ଗର୍ଭବତୀମାନେ ରସୁଣ ଖାଇବାରୁ ଦୂରେଇ ରହିବା ଉଚିତ।

– ଯେକୌଣସି ପ୍ରକାର ଅସ୍ତ୍ରୋପଚାର ପୂର୍ବରୁ ରସୁଣ ଖାଇବା ଉଚିତ ନୁହେଁ।

– ଯଦି ଆପଣଙ୍କର ରସୁଣ ଖାଇବା ପସନ୍ଦ, ତେବେ ଡାକ୍ତରଙ୍କ ପରାମର୍ଶରେ ଖାଆନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

କାଶର ଘରୋଇ ଉପଚାର

ଛୋଟ ପିଲାମାଙ୍କୁ କାଶ ହେବା ଫଳରେ ଅନେକ ଯନ୍ତ୍ରଣା ହୋଇଥାଏ। ମା’ ବାପା ଏନେଇ ଅଧିକ ଚିନ୍ତାରେ ପଡ଼ିଯାଇଥାନ୍ତି। ସବୁଠୁ ବଡ ସମସ୍ୟା ହେଉଛି ଦୁଇ...

ସବୁଠୁ ଭଲ ସ୍ବାମୀ ହୋଇଥାନ୍ତି ଏସବୁ ରାଶିରେ ଜନ୍ମିତ ଯୁବକ,ସ୍ତ୍ରୀଙ୍କୁ କରିଥାନ୍ତି ବହୁତ ପ୍ରେମ

ସବୁ ଝିଅ ଚାହାନ୍ତି ଏଭଳି ଜଣେ ପାର୍ଟନର ମିଳୁ ଯିଏ ତାଙ୍କୁ ବହୁତ ପ୍ରେମ କରୁ, ଯିଏ ତାର ଛୋଟରୁ ବଡ଼ ଆବଶ୍ୟକତାର ଯତ୍ନ ନେଉ।...

କେଶ ସମସ୍ୟା ଓ ସମାଧାନ

ଡା. ସଚ୍ଚିଦାନନ୍ଦ ଶତପଥୀ କେଶ ହେଉଛି ମଣିଷ ଦେହର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ମସ୍ତକର ତାପମାତ୍ରାକୁ ନିୟନ୍ତ୍ରଣ କରିବା ସହିତ ମୁଖମଣ୍ଡଳର ସୌନ୍ଦର୍ଯ୍ୟ ବୃଦ୍ଧି...

ହୃଦୟରୁ କରନ୍ତୁ ଏହି ୩ କାମ: ସମସ୍ତେ କରିବେ ପସନ୍ଦ

ପ୍ରାୟ ସମସ୍ତଙ୍କୁ ଏହା ପସନ୍ଦ ହୋଇଥାଏ ଯେ ତାଙ୍କୁ କିଏ ପସନ୍ଦ କରୁ, ତାରିଫ କରୁ। ସେ ଘର ହେଉ ଅବା ଅଫିସ। ସମସ୍ତଙ୍କ ମୁହଁରେ...

ଭାରତର ମହାନ୍‌ ପରମାଣୁ ପରୀକ୍ଷଣ

ବିଗତ ୧୯୯୮ ମସିହା ମେ ୧୧ ତାରିଖ ଥିଲା ଭାରତୀୟ ବୈଜ୍ଞାନିକମାନଙ୍କ ପାଇଁ ଏକ ଗୌରବୋଜ୍ଜ୍ୱଳ ଦିବସ। ଏହି ଦିନ ଭାରତ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ...

ସୁଖୀ ହର୍‌ମୋନ

  ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନଶୈଳୀରେ ଅନେକଙ୍କ ଠାରେ ଷ୍ଟ୍ରେସ୍‌ ହରମୋନ୍‌ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ଯାହାଦ୍ୱାରା ମାନସିକ ଚାପ, ଅବସାଦ ଆଦି ଲକ୍ଷଣ ଦେଖିବାକୁ...

ପାନପତ୍ର ସହ ମସଲାରେ ରହିଛି ଅନେକ ଔଷଧୀୟ ଗୁଣ: ଏସବୁ ସମସ୍ୟା କରେ ଦୂର

ପାନ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ସବୁଦିନେ ନ ଖାଇଲେ ମଧ୍ୟ କିଛି ସ୍ବତନ୍ତ୍ର ଦିନରେ ଏହାର ମଜାନେବାକୁ ପ୍ରାୟ ସମସ୍ତେ ଚାହିଁଥାନ୍ତି। ସେଥିରୁ...

ଆକର୍ଷଣୀୟ ତ୍ୱଚା ପାଇଁ..

ବୟସ ଯାହା ବି ହୋଇଥାଉ ତ୍ୱଚାର ଦେଖାଶୁଣା କରିବା ନିହାତି ଆବଶ୍ୟକ। ଏବେ ଲକ୍‌ଡାଉନ୍‌ ପାଇଁ ଘରେ ଅଧିକାଂଶ ସମୟ ବିତାଉ ଥିବାରୁ ବିଭିନ୍ନ ପ୍ରକାରର...

Advertisement
Archives

Model This Week