Posted inଜାତୀୟ

ମହିଳା ଦିବସରେ ଏହି ସବୁ ସ୍ଥାନକୁ ମାଗଣାରେ କରିହେବ ପ୍ରବେଶ

ନୂଆଦିଲ୍ଲୀ,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମଙ୍ଗଳବାର ତାଜମହଲ, ଆଗ୍ରା ଦୁର୍ଗ, ଫତେହପୁର ସୀକରୀ ସମେତ ସମସ୍ତ ସ୍ମାରକୀରେ ପ୍ରବେଶ ନିଶୁଳ୍କ କରାଯାଇଛି । ଏ ନେଇ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣର ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି । ଆନ୍ତର୍ଜାତିକ ମହିଳା ଦିବସରେ ପୁରୁଷମାନଙ୍କୁ ମଧ୍ୟ ବିନା ଟିକେଟରେ ସ୍ମାରକୀ ଭିତରକୁ ପ୍ରବେଶ କରିବାକୁ ଅନୁମତି ଦିଆଯିବ ବୋଲି ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ ନିର୍ଦ୍ଦେଶକ କହିଛନ୍ତି । ଗତ ୨ ବର୍ଷରେ ଏହି ସୁବିଧା କେବଳ ମହିଳାମାନଙ୍କୁ ଦିଆଯାଉଥିଲା ।
ଭାରତର ପ୍ରତ୍ନତାତ୍ତ୍ୱିକ ଅନୁସାରେ ମାର୍ଚ୍ଚ ୪ ଏ ନେଇ ଏକ ନିର୍ଦ୍ଦେଶ ଦିଆଯାଇଥିଲା ଯେ, ମହିଳା ଦିବସରେ ନିଶୁଳ୍କରେ ମହିଳାମାନେ ତାଜମହଲ, ଆଗ୍ରା ଦୁର୍ଗ, ଫତେହପୁର ସୀକରୀକୁ ପ୍ରବେଶ କରିପାରିବେ । ପରେ ସୋମବାର ଦିନ ଏହି ନିର୍ଦ୍ଦେଶରେ ପରିବର୍ତ୍ତନ କରାଯାଇଥିଲା ଏବଂ ଏହି ନିର୍ଦ୍ଦେଶ ଅନୁଯାୟୀ, କେବଳ ମହିଳା ନୁହେଁ ପୁରୁଷମାନେ ମଧ୍ୟ ନିଶୁଳ୍କରେ ପ୍ରବେଶ କରିପାରିବେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri