କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ନଖ ଓ କେଶ ଝଡ଼ିବା ପରି ସମସ୍ୟା ଦେଖାଦେଉଛି। ଏସବୁ ଲକ୍ଷଣ ଦେଖା ଦେଉଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍‌ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି।

ମୁମ୍ବାଇ, ଦିଲ୍ଲୀ ପରି ବଡ଼ ବଡ଼ ସହରର ଡାକ୍ତରମାନେ କହିଛନ୍ତି, କରୋନାକୁ ମାତ୍‌ ଦେଇ ସୁସ୍ଥ ହୋଇ ଘରକୁ ଫେରିଥିବା ଲୋକଙ୍କ ଠାରେ ବିଶେଷକରି ଚର୍ମ ରୋଗ ଦେଖିବାକୁ ମିଳୁଛି। ଅଧିକାଂଶ ଲୋକଙ୍କଠାରେ ଠାରେ ଯାଦୁରୋଗ ସମସ୍ୟା ମଧ୍ୟ ଦେଖାଦେଉଛି। ଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲର ବରିଷ୍ଠ ଚର୍ମରୋଗ ବିଶେଷଜ୍ଞ ଡକ୍ଟର ଡିଏମ୍‌ ମହାଜନ କହିଛନ୍ତି, ଅନେକ ରୋଗୀଙ୍କଠାରେ ପ୍ରଥମ ଥର ପାଇଁ ଯାଦୁ ସମସ୍ୟା ଦେଖିବାକୁ ମିଳୁଛି। ଏପରି ସମସ୍ୟା ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ଖାଆନ୍ତୁ ପାଳଙ୍ଗ

ପାଳଙ୍ଗ ଶାଗ ଶୀତଦିନେ ବହୁ ପରିମାଣରେ ମିଳୁଥିବା ବେଳେ ଏହା ଶରୀର ପାଇଁ ମଧ୍ୟ ଖୁବ୍ ଉପକାରୀ । ଏଥିରେ ରହିଛି ଭିଟାମିନ୍ ଏ, ବି,...

ସ୍ବାସ୍ଥ୍ୟ ପାଇଁ ଉପକାରୀ ଶାଗୁଦାନା

ବ୍ରତ ଉପବାସ ସମୟରେ ହିଁ କେବଳ ଶାଗୁଦାନା ଭିଜେଇ ଖାଇବାକୁ କେତେକେ ପସନ୍ଦ କରନ୍ତି। କିନ୍ତୁ ଜାଣିଛନ୍ତି! ଏସମୟରେ ଶାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ ବି...

ବାରମ୍ବାର ପିଲାକୁ ଦୃଷ୍ଟି ଲାଗୁଛି କି? ଏସବୁ ଉପାୟରେ ଦୂର କରନ୍ତୁ ଦୋଷ…

କଥାରେ ଅଛି କୁଦୃଷ୍ଟି ପଡ଼ିଲେ କିଛି ବି ଉଧାଏ ନାହିଁ। ମଣିଷର ଘର, ପଦୋନ୍ନତି, ଦୋକାନଠାରୁ ଆରମ୍ଭ କରି ଅନେକ ଜିନିଷ ଉପରେ ଖରାପ ନଜର...

ଭାବ ଭକ୍ତିରେ ଛନ୍ଦା ଶୈବପୀଠ: ଯେଉଁଠାକୁ ବୁଲିଯାଇ ଲଭି ପାରିବେ ପ୍ରଭୁଙ୍କ ଅପାର କରୁଣା…

ଦେବ ଦେବ ମହାଦେବଙ୍କର ମହିମା ଅପାର। ପୂରାଣ ଶାସ୍ତ୍ର ଅନୁଯାୟୀ, ନିଷ୍ଠାର ସହ ପ୍ରଭୁଙ୍କୁ ସ୍ମରଣ କଲେ ଭକ୍ତଙ୍କର ସବୁ ଇଚ୍ଛା ପୂରଣ ହୋଇଥାଏ। ଏପରିକି...

ପୂର୍ବସୂରୀଙ୍କ ପ୍ରତିଶ୍ରୁତି ରକ୍ଷାରେ ଆମେ କେତେ ସମର୍ଥ?

ଆଜକୁ ଠିକ୍‌ ୭୩ ବର୍ଷ ପୂର୍ବେ ଅର୍ଥାତ୍‌ ୬, ଜୁଲାଇ ୧୯୪୮ ମସିହାରେ ଆମର ସର୍ବ ପୁରାତନ ପ୍ରିୟତମ ଉଚ୍ଚ ଶିକ୍ଷାନୁଷ୍ଠାନ ଭଦ୍ରକ କଲେଜ ପ୍ରତିଷ୍ଠା...

ଭାଲେଣ୍ଟାଇନ୍ସ ଡେ’ ଆଉଟ୍‌ଫିଟ୍‌

ଆରମ୍ଭ ହୋଇଯାଇଛି ଭାଲେଣ୍ଟାଇନ୍ସ ଓ୍ବିକ୍‌। ଏହି ସ୍ପେଶାଲ ଅବସରରେ ଯୁବତୀ ଏବଂ ମହିଳା କିପରି ଗେଟ୍‌ଅପ୍‌ ନେଲେ ସୁନ୍ଦର ଲାଗିବେ ଜାଣିରଖନ୍ତୁ ଟିପ୍ସ… କ୍ରପ୍‌ ଟପ୍ସ...

ଘରେ ଦର୍ପଣକୁ କେଉଁଠି ରଖିବେ, ଜାଣନ୍ତୁ କ’ଣ କୁହେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଗୃହରେ ଶାନ୍ତି ବଜାୟ ରଖିବା ପାଇଁ ଦର୍ପଣର ଅନେକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଘରର କେଉଁ ସ୍ଥାନରେ ଦର୍ପଣ ରଖିଲେ କି...

ଚିକିତ୍ସା ବିଜ୍ଞାନରେ ରେଡିଓଲୋଜି

ଆଧୁନିକ ଚିକିତ୍ସା କ୍ଷେତ୍ରରେ ରେଡିଓଲୋଜିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହାକୁ ଦୃଷ୍ଟିରେ ରଖି ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ନଭେମ୍ବର ୮ରେ ଅନ୍ତର୍ଜାତୀୟ ରେଡିଓଲୋଜି ଦିବସ...

Advertisement
Archives

Model This Week