ଶୀତଦିନେ ମଧୁମେହ ରୋଗୀ ପାଇଁ ଏସବୁ ବରଦାନ ସଦୃଶ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ ଖାଦ୍ୟପେୟରେ କଟକଣା ତ କେତେବେଳେ ଇନ୍‌ସୁଲିନ୍‌ ନେବାକୁ ପଡ଼ିଥାଏ। ତେବେ ଶୀତଦିନେ ଏପରି କିଛି ଜିନିଷ ମିଳିଥାଏ ଯାହାକୁ ମଧୁମେହ ରୋଗୀ ଖାଇବା ଜରୁରୀ। ଅନ୍ୟପକ୍ଷେ ଏହି ଜିନିଷ ମଧୁମେହକୁ ନିୟନ୍ତ୍ରଣ କରିଥାଏ। ତେବେ ଜାଣନ୍ତୁ ସେ ସବୁ ବିଷୟରେ…

ଗାଜର: ଶୀତଦିନେ ଗାଜର ଅଧିକ ପରିମାଣରେ ମିଳିଥାଏ। ଏହି ଦିନଗୁଡିକରେ ଗାଜର ଜୁସ୍‌ ଓ ଗାଜରରେ ପ୍ରସ୍ତୁତ ହାଲ୍‌ଓ୍ବା(ବିନା ଚିନି) ମଧୁମେହ ରୋଗୀ ଖାଇବା ଫଳରେ ଏହା ରକ୍ତରେ ସୁଗାର ମାତ୍ରା କମ୍‌ କରାଇଥାଏ।

ଡାଳଚିନି: ଏହା ପାଚନତନ୍ତ୍ରକୁ ଶକ୍ତ କରିବା ସହ ରକ୍ତରେ ଶର୍କରା ମାତ୍ରାକୁ ମଧ୍ୟ କମାଇଥାଏ।

ପିଜୁଳି: ପ୍ରାୟ ସବୁ ମାସରେ ଏହା ବଜାରରେ ମିଳୁଥିବା ବେଳେ ଲୋକେ ଏହାକୁ ଶୀତଦିନେ ଅଧିକ ଖାଇବାକୁ ପସନ୍ଦ କରିଥାନ୍ତି। ଏହା ମଧୁମେହ ନିୟନ୍ତ୍ରଣ କରିଥାଏ।

କମଳା: ଆମେରିକା ଡାଇବେଟିଜ୍‌ ଆସେସ୍‌ମେଣ୍ଟ ଅନୁଯାୟୀ ଲେମ୍ବୁ, କମଳା ଆଦି ଫଳ ଖାଇଲେ ରକ୍ତରେ ଶର୍କରା ପରିମାଣ କମ୍‌ ହୋଇଥାଏ। ଫଳରେ ମଧୁମେହ ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଫ୍ରେସନରର ବହୁଳ ବ୍ୟବହାର କ୍ଷତିକାରକ

ଘର ଭିତର ଭାଗର ପରିବେଶକୁ ସୁଗନ୍ଧମୟ କରିବାକୁ ଆଜିକାଲି ବିଭିନ୍ନ ପ୍ରକାରର ଏୟାର ଫ୍ରେସନର ବଜାରରେ ଉପଲବ୍ଧ। କିନ୍ତୁ ଏହାର ବହୁଳ ବ୍ୟବହାର ବାୟୁମଣ୍ଡଳ ପ୍ରତି...

ଓଟ୍ସ ଟିକି

ଆବଶ୍ୟକ ସାମଗ୍ରୀ: ଓଟ୍ସ ଏକ କପ୍‌, ପନିର ଅଧା କପ ଓ ଅଧାକପ କୋରା ହୋଇଥିବା ଗାଜର, ସିଝା ଚକଟା ଆଳୁ ଏକ କପ, ଧନିଆ...

ସ୍ତନ କର୍କଟରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ମାଛ ଶରୀର ପାଇଁ ଉପକାରୀ। ସପ୍ତାହରେ ଥରେ ମାଛ ଖାଇଲେ ସ୍ତନ କର୍କଟରୁ ମୁକ୍ତି ମିଳିଥାଏ ବୋଲି ମିସିଗାନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ହୋଲି କପଲ୍‌ ଟି-ଶାର୍ଟ

କପଲ୍‌ ଟି-ଶାର୍ଟର ଟ୍ରେଣ୍ଡ ଏବେ ଖୁବ୍‌ ଚାଲିଛି। ଖାସ୍‌କରି ଯୁବପିଢ଼ିଙ୍କ ଭିତରେ ଏହାର ଚାହିଦା ବେଶ୍‌ ରହୁଥିବା ଦେଖିବାକୁ ମିଳୁଛି। ତେବେ ହୋଲି ଭଳି ଏକ...

ବ୍ୟକ୍ତିତ୍ୱକୁ ପ୍ରଭାବିତ କରେ ଏକୁଟିଆପଣ

କେତେକ ବ୍ୟକ୍ତି ଏକୁଟିଆ ରହିବାକୁ ପସନ୍ଦ କରିଥାଆନ୍ତି। ଏହା ଅଭ୍ୟାସରେ ପରିଣତ ହୋଇଗଲେ ଏକୁଟିଆପଣର ପ୍ରଭାବ ବ୍ୟକ୍ତିତ୍ୱ ଉପରେ ପଡିବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି...

ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା

ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍‌, ମିନେରାଲ ଏବଂ...

କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ: ଜାଣନ୍ତୁ ସମସ୍ତ ସୂଚନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ଲାଗିବ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ । ଏହା ଚଳିତ ବର୍ଷର ଅନ୍ତିମ ଚନ୍ଦ୍ର ଗ୍ରହଣ । ମଙ୍ଗଳବାର ଅପରାହ୍ନ ୨ଟା...

ଜୀବନରେ ଖୁସି ଚାହୁଁଛନ୍ତି କି? ମାନନ୍ତୁ ଚାଣକ୍ୟଙ୍କ ଏହି ୫ କଥା, ପାଖ ମାଡ଼ିବନି ଅସୁବିଧା…

ମଣିଷମାନଙ୍କ ପାଇଁ ସୁଖର ଅର୍ଥ ଶାରୀରିକ ସମ୍ବଳ ନୁହେଁ। ସୁଖର ପ୍ରକୃତ ଅର୍ଥ ହେଉଛି ଆତ୍ମସନ୍ତୋଷ ଏବଂ ଆତ୍ମା ସହ ଜଡିତ ବୋଲି ଚାଣକ୍ୟ କହିଛନ୍ତି।...

Advertisement
Archives

Model This Week