ଏସବୁ ଭୟଙ୍କର ରୋଗରୁ ମୁକ୍ତି ଚାହୁଁଥିଲେ …

ଅଖ୍‌ରୋଟ୍‌ ମସ୍ତିଷ୍କ ଲାଗି ଉପକାରୀ ହୋଇଥାଏ ବୋଲି ଆପଣ ଜାଣିଥିବେ। ମାତ୍ର ଏହା ଖାଲି ମସ୍ତିଷ୍କ ପାଇଁ ନୁହେଁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରୁ ଭିଟାମିନ୍‌ ଫାଇବର୍‌, ପ୍ରୋଟିନ୍‌, ଫସ୍‌ଫରସ୍‌, ମ୍ୟାଗ୍‌ନେଶିୟମ, ଓମେଗା-୩ ଆଦି ବିଭିନ୍ନ ପୋଷକ ତତ୍ତ୍ୱ ମିଳିଥାଏ। ଏହାକୁ ପ୍ରତିଦିନ ଖାଇଲେ ଅନେକ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ସେ ସବୁ କ’ଣ……

– ଏହା ହୃଦ୍‌ଘାତ ଆଶଙ୍କାରୁ ମୁକ୍ତି ଦେଇଥାଏ। ଏହାକୁ ନିୟମିତ ଖାଇବା ଫଳରେ ହାର୍ଟଆଟାକ୍‌ ହୋଇ ନ ଥାଏ ।

– ଶରୀରରେ ମେଲାଟୋନ୍‌ ନାମକ ହର୍ମୋନ କମ୍‌ ହେଲେ ନିଦ ହୋଇ ନ ଥାଏ। ମାତ୍ର ଅଖ୍‌ରୋଟ୍‌ ଖାଇବା ଫଳରେ ଏହି ହର୍ମୋନ ବଢ଼ି ଥାଏ। ଫଳରେ ନିଦ୍ରାହୀନତା ସମସ୍ୟାରୁ ମୁକ୍ତି ମିଳିଥାଏ।

– ଏହାକୁ ଖାଇବା ଫଳରେ ସ୍ବାସ୍ଥ୍ୟ ଭଲ ହେବା ସହ ଶରୀରର ଓଜନ୍‌ ଠିକ୍‌ ରହିଥାଏ।

– ଅଖ୍‌ରୋଟ୍‌ କ୍ୟାନ୍‌ସର ଆଶଙ୍କାରୁ ମଧ୍ୟ ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!

ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ…

NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ

ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍‌’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା,…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ପୁଣିଥରେ ସଂକ୍ରମିତ ହେବା ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri