୬୩୦୦ ଫୁଟ ଉଚ୍ଚରେ ଦୋଳି ଖେଳୁଥିଲେ ଯୁବତୀ, ଛିଡ଼ିଗଲା ଜଞ୍ଜିର; ଆଉ ତା’ ପରେ…

ଦୋଳି ଖେଳିବା ଦୁଇ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ରୁଷିଆର ପାହାଡ଼ ପାଦ ଦେଶରେ ଲାଗିଥିବା ଦୋଳିରେ ଦୁଇଜଣ ଯୁବତୀ ଝୁଲୁଥିଲେ। କୌଣସି କାରଣ ବଶତଃ ଜଞ୍ଜିର ଛିଡ଼ି ଯିବାରୁ ୬୩୦୦ ଫୁଟ ଉଚ୍ଚରୁ ଖାଲ ଭିତରକୁ ଦୁହେଁ ଖସିପଡ଼ିଲେ। ଏହା ଦେଖି ସେଠାରେ ଉପସ୍ଥିତ ଥିବା ଲୋକଙ୍କ ହୋସ୍‌ ଉଡ଼ିଗଲା।

ଝୁଲିବା ସମୟରେ ସୁଇଙ୍ଗ୍‌ ସିଟ୍‌ ଓଲଟି ପଡ଼ିଲା। ଫଳରେ ତଳକୁ ଦୁଇଜଣ ଖସିପଡ଼ିଲେ। ମୃତ୍ୟୁକୁ ଆଖି ସାମ୍ନାରେ ଦେଖିବା ପରେ ଯୁବତୀଙ୍କ ଅବସ୍ଥା ଖରାପ ହୋଇଗଲା। କେବଳ ଆଘାତ ଲାଗିଛି। ସୌଭାଗ୍ୟବଶତଃ ଦୁଇଜଣ ବଞ୍ଚି ଯାଇଛନ୍ତି। ଏହି ଘଟଣା ପରେ ଦୋଳିର ସୁରକ୍ଷା ଯାଞ୍ଚ କରାଯାଉଛି।

ଯୁବତୀ ଦୁଇଜଣ କହିଛନ୍ତି, ଆମେ କେବେ ଭାବି ନ ଥିଲୁ ଆମ ସହ ଏମିତି ଘଟିବ। ମୃତ୍ୟୁକୁ ଆମେ ଆଖି ସାମ୍ନାରେ ଦେଖି ବହୁତ ଡରିଯାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri