ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା; ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛି ପ୍ରଶାସନ। ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଗଜପତି ଜିଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି। ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେ ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

ଜିଲାପାଳ କହିଛନ୍ତି, ଅଫିସରମାନେ ହେଡ୍‌କ୍ୱାଟର୍ସରେ ରହିବେ। ବିନା ଅନୁମତିରେ କେହି ହେଡକ୍ୱାଟର୍ସ ଛାଡ଼ିବେ ନାହିଁ। ବାତ୍ୟା ପ୍ରଭାବରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମତ୍ସ୍ୟ ଅଧିକାରୀଙ୍କ ଜାଲ୍‌ ଦସ୍ତଖତ କରି ୧୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିଲେ କିରାଣି, ବାନ୍ଧିଲା ପୋଲିସ

ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍‌...

ଆତ୍ମହତ୍ୟା: କଟକ ଆଗରେ, ସମ୍ବଲପୁର ଦ୍ୱିତୀୟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଓଡ଼ିଶା ଭଳି ଅପେକ୍ଷାକୃତ ଶାନ୍ତିପ୍ରିୟ ରାଜ୍ୟରେ ବର୍ଷକୁ ବର୍ଷ ଆପରାଧିକ ମାମଲା, ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ଏଥିରେ ବିଶେଷତଃ ବେକାର ଯୁବତୀଯୁବକ, ଛାତ୍ରୀଛାତ୍ର...

ଓପିଟିସିଏଲ୍‌: ପୂରଣ ହେବ ବିଭିନ୍ନ ନିର୍ଦ୍ଦେଶକ ପଦ,ଦୁର୍ନୀତିକୁ ପ୍ରଶ୍ରୟ ନ ଦେବାକୁ ଦାବି

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ)- ରାଜ୍ୟ ସରକାର ନିକଟରେ ଓପିଟିସିଏଲ୍‌ର ସମସ୍ତ ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୂର୍ବରୁ ରହିଥିବା କୌଣସି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି...

ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ...

ନିଆରା ରଜ ପାଇଁ ସଜବାଜ: ଅନ୍‌ଲାଇନରେ ହେବ ରଜ ମହୋତ୍ସବ

ଭୁବନେଶ୍ୱର,୧୨। ୬(ବ୍ୟୁରୋ): କରୋନା ଲାଗି ଏଥର ଫିକା ପଡ଼ିପାରେ ରଜ। ନା ହେବ ଦୋଳିଖେଳ ନା ଜମିବ ରଜଖଟି। ଶଟ୍‌ଡାଉନ୍‌ ଓ ଅନ୍‌ଲକ୍‌ ମଧ୍ୟରେ ରଜ...

ପ୍ରକାଶ ପାଇଲା ତାଲିକା: ପୁରୀ ଜିଲାରେ ୧୩ ଲକ୍ଷ ୯୧ ହଜାର ୧୬୪ଜଣ ଭୋଟର

ପୁରୀ ଅଫିସ,୬।୧: ପୁରୀ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ତଳୀରେ ସମସ୍ତ ଭୋଟରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ଜିଲାରେ ମୋଟ ୧୩ ଲକ୍ଷ ୯୧ ହଜାର...

ବିଜୁ ସେତୁ ଯୋଜନା: ଧିମା ପଡ଼ିଛି ଧାର୍ଯ୍ୟ ଲକ୍ଷ୍ୟ ହାସଲ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଗ୍ରାମବହୁଳ ରାଜ୍ୟ ଓଡ଼ିଶାରେ ଗମନାଗମନ ଭିତ୍ତିଭୂମି ସୁଦୃଢ ହେବା ନିହାତି ଆବଶ୍ୟକ। ସେଥିଲାଗି ସଡ଼କ ଏବଂ ସେତୁ ନିର୍ମାଣର ଆବଶ୍ୟକତା ରହିଛି। ରାଜ୍ୟ...

ପ୍ରାର୍ଥୀ ଚୟନ ଚ୍ୟାଲେଞ୍ଜପୂର୍ଣ୍ଣ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ପଞ୍ଚାୟତ ଭୋଟ...

Advertisement
Archives

Model This Week