‘ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସବୁ ଓମିକ୍ରନ ଭାରିଆଣ୍ଟ’

ଭୁବନେଶ୍ବର,୨୧।୬: ରାଜ୍ୟରେ କୋଭିଡ ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ଆଜିଠୁ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ ଆରମ୍ଭ ହୋଇଛି । ଏହା ସହ ସହ ଟିବି, ଫାଇଲେରିଆ, ମ୍ୟାଲେରିଆ, ଡ଼ାଇରିଆ, ଡେଙ୍ଗୁ ଭଳି ରୋଗ ଚିହ୍ନଟ ପାଇଁ ଡୋର୍‌ ଟୁ ଡୋର୍‌ ସର୍ଭିଲାନ୍ସ କରାଯାଉଛି।
ଆହୁରି ମଧ୍ୟ କହିଛନ୍ତି, ଗତ ୧୫ ଦିନରେ ରାଜ୍ୟରେ ସଂକ୍ରମଣ ସିଙ୍ଗଲ ଡିଜିଜ୍‌ରେ ରହୁଥିଲା । ଏବେ ତାହା ବଢିବା ଆରମ୍ଭ କରିଛି । ବର୍ତ୍ତମାନ ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସବୁ ଓମିକ୍ରନ ଭାରିଆଣ୍ଟ। ସଂକ୍ରମଣ ବଢୁଥିଲେ ବି ହସ୍ପିଟାଲାଇଜେଶନ ବଢି ନାହିଁ । ତଥାପି ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ କରି କେଉଁଠି ଅଧିକ ସଂକ୍ରମଣ ବଢୁଛି ତାହାର ତଥ୍ୟକୁ ଅନୁଧ୍ୟାନ କରିବୁ । ଏହା ବାଦ ଲୋକମାନଙ୍କୁ ଟିକା ନିଅନ୍ତୁ ବୋଲି ଅପିଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri