ବିପିୟୁଟିର ସମସ୍ତ ଅନଲାଇନ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍‌ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି କୂଳପତି ପ୍ରଫେସର ଚିତରଞ୍ଜନ ତ୍ରିପାଠୀ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ତ୍ରିପାଠି କହିଛନ୍ତି, କରୋନା ପାଇଁ ରାଜ୍ୟର ୪ଟି ଜିଲା କଟକ, ଖୋର୍ଦ୍ଧାସ ଗଞ୍ଜାମ ଏବଂ ଯାଜପୁର ସମ୍ପୂର୍ଣ୍ଣ ଦୁଇ ସପ୍ତାହ ପର୍ଯ୍ୟନ୍ତ ଲକ୍‌ଡାଉନ ହୋଇଛି। ଛାତ୍ରୀଛାତ୍ରମାନେ ପରୀକ୍ଷା ଦେବାରେ ସମସ୍ୟା ହେବ। ତେଣୁ ପରୀକ୍ଷାକୁ ଜୁଲାଇ ୩୧ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏମବିଏ, ବିଟେକ, ବି-ଫାର୍ମା, ଇଣ୍ଟିଗ୍ରେଟେଡ ଏମ୍‌ଏସସି, ଏମ୍‌ବିଏ ପରୀକ୍ଷା ଆଦି ସ୍ଥଗିତ ରହିଛି। ଗତ ୯ ତାରିଖରେ ଅନ୍‌ଲାଇନରେ ପରୀକ୍ଷା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ…

ଅଟକ ରଖି ୩ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା: ଫିଲ୍ମ ଷ୍ଟାଇଲ୍‌ରେ ଘରକୁ କରିଦେଲେ ଫୋନ୍‌, ଏକାବେଳକେ ଖେଳଶେଷ

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋରୱେଲ ଗ୍ୟାରେଜର ଏକ ଘର ମଧ୍ୟରେ ଅଟକ ଥିବା ଦିଗପହଣ୍ଡି…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଗଞ୍ଜାମରୁ ପୁରୀ ଗଲେ ୭୪ ଶ୍ରଦ୍ଧାଳୁ, ଦୁଇଟି ବସ୍‌ରେ ଯାଇ…

ଛତ୍ରପୁର,୧୩ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରଠାରେ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର…

ଅରବିନ୍ଦ ମହାପାତ୍ରଙ୍କ ବିସ୍ଫୋରକ ବୟାନ: ମୁଁ ଏବେ ସ୍ବାଧୀନ, ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେଖି…

ଭୁବନେଶ୍ୱର,୧୩ା୨: ସସ୍‌ପେଣ୍ଡକୁ ନେଇ ଆଜି ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡିରୁ ବିତାଡ଼ିତ ତଥା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର। ସେ ଆଜି ପୁଣି ସେହି…

ବାଇକ୍‌ ସହ ବ୍ରିଜ୍‌ ତଳକୁ ଖସିପଡ଼ିଲେ ବୃଦ୍ଧ, ଆଉ ତା’ ପରେ…

ଥୁଆମୂଳରାମପୁର,୧୩ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅନ୍ତର୍ଗତ ଲୋହରାଜୋର ବ୍ରିଜ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ନିୟନ୍ତ୍ରଣ ହରାଇ…

ଠପ୍‌ ହୋଇଯିବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୧୩ା୨: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri