ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ କରୋନା ମାର୍ଗଦର୍ଶିକା ଅନୁଯାୟୀ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଜିଲାରେ ବିଭିନ୍ନ ସ୍ଥାନରେ ଲାଗିଥିବା ଏବଂ ଦୃଷ୍ଟିଗୋଚରକୁ ଆସୁ ନ ଥିବା ସରକାରୀ ପୋଷ୍ଟର, ହୋର୍ଡିଂ, ବ୍ୟାନର ହଟାଇବା, ଆଚରଣବିଧି ଉଲ୍ଲଂଘନ ହେଲେ ଦୃଷ୍ଟିକୁ ଆଣିବାକୁ ଜିଲାପାଳ ସରୋଜ କୁମାର ସେଠୀ ପରାମର୍ଶ ଦେଇଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପାଳନ କରି ପ୍ରଚାର କରିବା, ପ୍ରଚାର ବେଳେ କରୋନା ସତର୍କତା ରକ୍ଷା, ଆଦର୍ଶ ଆଚରଣ ବିଧିକୁ ସମ୍ମାନ ଜଣାଇବା ଲାଗି ସାଧାରଣ ପର୍ଯ୍ୟବେକ୍ଷକ ମନୋଜ କୁମାର ମହାନ୍ତି ପରାମର୍ଶ ଦେଇଛନ୍ତି। ବୈଠକରେ ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି., ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲା ପଞ୍ଚାୟତ ଅଧିକାରୀ ଚନ୍ଦ୍ରଶେଖର ମହାରଣା, ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ଥିଲେ। ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଡିସ୍‌ପେନ୍‌ସାରି ମେଡିକାଲ ଅଫିସର ନିଲମ୍ବିତ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ (କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍‌ସାରି ମେଡିକାଲ ଅଫିସର ଲଳିତ ବେହେରାଙ୍କୁ...

ବିଲ୍ଡର ସଂସ୍ଥାର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ଏକାଧିକ ଲୋକଙ୍କଠାରୁ ୧.୧୬ କୋଟି ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଧ୍ୟସ୍ଥ ସାଜିଥିବା ଜଣେ ବିଲ୍ଡରଙ୍କୁ...

୨୦୨୩ରୁ କାର୍ଯ୍ୟକ୍ଷମ ହେବ ତାଳଚେର ସାର କାରଖାନା

ଭୁବନେଶ୍ୱର, ୨୧।୧(ବ୍ୟୁରୋ): କୃଷକଙ୍କୁ ଯଥା ସମୟରେ ଉପଯୁକ୍ତ ଦରରେ ସାର ଯୋଗାଇଦେବାକୁ କେନ୍ଦ୍ର ସରକାରଙ୍କ ସାର ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି...

ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାର ଅନୁମୋଦନ ଲାଭ କରିଛି। ସଂଶୋଧିତ ବିଲ୍‌ରେ ଜିଲା ଯୋଜନା...

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ।...

ସ୍କୁଲପିଲାଙ୍କୁ ପଢ଼ାଇଲେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁସୋଲ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନିର୍ମାଣ ହୋଇଥିବା ୪୦ ଗାଈ ଗୁହାଳକୁ ଗୁରୁବାର ଜିଲାପାଳ ବିଜୟ ଅମୃତା...

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଜିଲାକୁ

ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି।...

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୩ ଦିନ ବର୍ଷିବ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ...

Advertisement
Archives

Model This Week