Posted inଜାତୀୟ

ଶୀତ ଅଧିବେଶନ ଲାଗି ୬ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୨୬।୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏହା ପୂର୍ବରୁ କେନ୍ଦ୍ର ସରକାର ୬ ତାରିଖ ପୂର୍ବାହ୍ନ ୧୧ଟାରେ ସର୍ବଦଳୀୟ ବୈଠକ ଡାକିଛନ୍ତି। ସଂସଦ ଭବନର ଲାଇବ୍ରେରି ବିଲ୍ଡିଂରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଅଧିବେଶନରେ ଆସିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା କରାଯିବ। ଏଥିପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ରାଜନୈତିକ ଦଳଗୁଡ଼ିକର ନେତାଙ୍କୁ ବୈଠକରେ ଯୋଗଦେବା ଲାଗି ଆମନ୍ତ୍ରଣ କରିଛନ୍ତି। ୨୩ ଦିନ ଲାଗି ଚାଲିବାକୁ ଥିବା ଅଧିବେଶନରେ ୧୭ଟି କାର୍ଯ୍ୟଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri