ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବାଚସ୍ପତିଙ୍କ ଚାମ୍ବରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଭାଜପା ବିଧାୟକ ଜୟନାରାୟଣ ମିଶ୍ର, ସିପିଆଇ (ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ଯୋଗଦେବା ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସମସ୍ତ ସଦସ୍ୟଙ୍କୁ ଚିଠିଲେଖି ଅବଗତ କରାଯାଇଛି। ଆସନ୍ତା ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ବିରୋଧୀ ଦଳଙ୍କ ସହଯୋଗ ଲୋଡ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

ରେଲଓ୍ବେ ଟ୍ରାକ୍‌ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ…

ବ୍ଲୁ ହ୍ୱେଲ୍ ପରେ Korean Lover Game ନେଉଛି ଛୁଆଙ୍କ ଜୀବନ! କେତେ ବିପଦ ଜାଣନ୍ତୁ

ନୂଆଦିଲ୍ଲୀ,୪।୨: ବ୍ଲୁ ହ୍ୱେଲ୍ ଗେମ୍ ପରେ, ଏବେ କୋରିଆନ୍ ଲଭର୍ ଗେମ୍ ଲୋକଙ୍କ ଜୀବନ ସହିତ ଖେଳିବା ଆରମ୍ଭ କରିଛି । ଏହି ଗେମ୍ ଗୁଡ଼ିକରେ ଲୋକଙ୍କୁ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri