Posted inଜାତୀୟ

ସର୍ବଦଳୀୟ ବୈଠକ: ବାହାର ରାଜ୍ୟ ଲୋକଙ୍କୁ ନ ମିଳୁ ମତଦାନ ଅଧିକାର…

ଶ୍ରୀନଗର, ୧୦।୯ : ଜମ୍ମୁ-କଶ୍ମୀରର ନ୍ୟାଶନାଲ କନଫରେନ୍ସ ଅଧ୍ୟକ୍ଷ ଡ. ଫାରୁକ ଅବଦୁଲ୍ଲାଙ୍କ ବାସଭବନରେ ଶନିବାର ଆୟୋଜିତ ହୋଇଥିବା ସର୍ବଦଳୀୟ ବୈଠକରେ ଗୁପକାର ମିଳିତ ମଞ୍ଚ ବ୍ୟତୀତ ଅନ୍ୟ ଚାରିଟି ସଂଗଠନ ଅଂଶଗ୍ରହଣ କରିଥିଲେ। ଏଥିରେ ଜମ୍ମୁ-କଶ୍ମୀରରେ ସ୍ବତନ୍ତ୍ର ସ୍ଥିତିର ପୁନରୁଦ୍ଧାର ସମେତ ରାଜନୈତିକ ଦୃଷ୍ଟିକୋଣରୁ ରାଜ୍ୟର ନିର୍ବାଚନରେ ବାହାର ରାଜ୍ୟବାସୀଙ୍କୁ ଭୋଟ ଦେବାର ଅଧିକାର ନଦେବା ଉପରେ ଆଲୋଚନା କରାଯାଇଥିଲା।

ଜମ୍ମୁ-କଶ୍ମୀରରେ ବାହାର ରାଜ୍ୟର ଲୋକଙ୍କୁ ଭୋଟର ରୂପେ ପରିଣତ କରିବା ଉପରେ ସମସ୍ତ ଦଳ ପ୍ରଶ୍ନ ଉଠାଇଥିଲେ। ପିଡିପି, ଆୱାମୀ ନ୍ୟଶନାଲ କନଫରେନ୍ସ, ସିପିଆଇ ଗୁପକର ମିଳିତ ମଞ୍ଚର ସଦସ୍ୟ ଏନେଇ ନିଜନିଜ ମତ ଉପସ୍ଥାପନ କରିଥିଲେ।

ବୈଠକ ପରେ ଫାରୁକ ଅବଦୁଲ୍ଲା କହିଛନ୍ତି ଯେ ମତଦାନ ଅଧିକାର ପ୍ରସଙ୍ଗରେ ସମସ୍ତ ରାଜନୈତିକ ଦଳ ଏକଜୁଟ ହୋଇଛନ୍ତି। ଏଥିପାଇଁ ଏକ କମିଟି ଗଠନ ହେବ ଯାହା ଆଇନଗତ ଭାବରେ ସାହାଯ୍ୟ କରିବ। ଏହି ପ୍ରସଙ୍ଗ ସମସ୍ତ ପକ୍ଷଙ୍କ ଠାରୁ ମଧ୍ୟ ମତାମତ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri