Advertisement

ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଆସନ୍ତା ୨୯ ତାରିଖରେ କରୋନା କଟକଣା ଭିତରେ ବିଧାନସଭାର  ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସର୍ବଦଳୀୟ ବୈଠକ ବସିଛି। ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିରୋଧୀ ଦଳ ନେତା ନରସିଂହ ମିଶ୍ର ଓ କଂଗ୍ରେସ ବିଧାୟକ ସାମିଲ ହୋଇଛନ୍ତି। କରୋନା କଟକଣା ଭିତରେ କିପରି ଗୃହ ପରିଚାଳନା ହେବ ସେ ନେଇ ବୈଠକରେ ଆଲୋଚନା ହୋଇଛି।
ଚଳିତଥର ବିଧାନସଭା ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ରହିବ ନାହିଁ। ଏଥିସହ ଶୂନ୍ୟକାଳ ଓ ମୁଲତବୀ ପ୍ରସ୍ତାବ ରହିବ କି ନାହିଁ ସେ ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ପାର୍ଲାମେଣ୍ଟରେ ଯେଉଁଭଳି ଭାବେ ମୌସୁମୀ ଅଧିବେଶନ ବସିଲା ସେହି ଢାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ ବସିବ ବୋଲି ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଉପରକୁ ଗୁଳିମାଡ

ଖୋର୍ଦ୍ଧା ଅଫିସ୍‌, ୧୫।୧୨: ରବିବାର ଏକ ଘରୋଇ କ୍ଲିନିକର ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କ ଉପରକୁ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲା...

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ : ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

କଟକ ଅଫିସ,୧୧।୮: ମାଟ୍ରିକ ଅଫଲାଇନ ଖାତାଦେଖା ବୁଧବାରଠାରୁ ଆରମ୍ଭ ହୋଇଛି। ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖାହେଉଛି। କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା,...

ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ

କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି।...

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୫।୧୨: ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ...

ଏଣିକି ରାତି ୯ରୁ ସକାଳ ୫

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି...

ଛଦ୍ମବେଶରେ ଚୋରା ମଦ ବେପାରୀଙ୍କୁ ଧରିଲା ପୋଲିସ

ଟିଟିଲାଗଡ଼, ୨୭।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ଯୋଗୁ ଦେଶୀ ବିଦେଶୀ ମଦ ଦୋକାନରେ ତାଲା ଝୁଲୁଛି। ଏହାର ସୁଯୋଗ ନେଇ ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ...

କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ/ପାତ୍ରପୁର,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।...

ଆଇଏଏସ ସ୍ତରରେ ଅଦଳ ବଦଳ; ପ୍ରଦୀପ୍ତ ହେଲେ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ ଅଫିସର ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ...

Advertisement
Archives

Model This Week