ସବୁ ବନ୍ଦରରୁ ହଟିଲା ବାତ୍ୟା ବିପଦ ସଙ୍କେତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ‘ଅସାନି’ ବାତ୍ୟା ସ୍ଥଳଭାଗ ଛୁଇଁ ସାରିଥିବାରୁ ଓଡ଼ିଶାର ସବୁ ବନ୍ଦରରୁ ବିପଦ ସଙ୍କେତ ଉଠାଇ ଦିଆଯାଇଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟରେ ପାଣିପାଗ ବଦଳିବ। ମେଘମୁକ୍ତ ଆକାଶ ସହ ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଓଡ଼ିଶାରେ ଏବେ ସ୍ବାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମ୍‌ ରହିଛି। ୧୫ ତାରିଖ ବେଳକୁ ରାଜ୍ୟରେ ସ୍ବାଭାବିକଠାରୁ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଫଳରେ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୪ ଡିଗ୍ରୀ ପହଞ୍ଚିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri