ସରିଛି ସମସ୍ତ ପ୍ରସ୍ତୁତି: ଆଜିଠାରୁ ନଗର ଭ୍ରମଣ କରିବେ ମା’ ବ୍ୟାଘ୍ରଦେବୀ

ଛତ୍ରପୁର,୨୬ା୪(ଦିଲ୍ଲୀପ ସାମଲ): ପ୍ରତ୍ୟେକ ଦୁଇ ବର୍ଷକୁ ଥରେ ଛତ୍ରପୁର ସହରରେ ଶ୍ରୀ ଶ୍ରୀ ଶ୍ରୀ ମା ’ ବ୍ୟାଘ୍ରଦେବୀଙ୍କ ଯାତ୍ରା ଅନୁଷ୍ଠିତ ହୋଇଆସୁଛି। ଚଳିତବର୍ଷ ଏହି ଯାତ୍ରା ଏପ୍ରିଲ ୨୬ରୁ ମେ’ ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଆରକ୍ଷୀ ପରିବାର ପକ୍ଷରୁ ସରିଛି ସମସ୍ତ ପ୍ରସ୍ତୁତି। ଏହି ଯାତ୍ରା ନବମ ଦିନ ବ୍ୟାପି ଅନୁଷ୍ଠିତ ହେବ। ଏପ୍ରିଲ ୨୬ ତାରିଖ ତଥା ରବିବାର ଦିଗ ବନ୍ଦନ ଓ ମା’ଙ୍କ ଆଜ୍ଞାମାଳ ଆବାହନ ହେବ। ମା’ ନିଜ ମନ୍ଦିରରୁ ଅସ୍ଥାୟୀ ମଣ୍ଡପରେ ବିଜେ କରିବେ। ସେଠାରେ ମା’ଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବ, ଯାତ୍ରାର ୫ମ ଦିନ ଗୁରୁବାରରେ ମା’ ବିଶ୍ରାମ ନେବେ। ଏହି ଅବସରରେ ଭକ୍ତମାନଙ୍କ ମନୋରଞ୍ଜନ ନିମନ୍ତେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ମୀନା ବଜାର ରହିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?