ଶୁକ୍ରବାରଠୁ ରାଜ୍ୟରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି

ଭୁବନେଶ୍ବର,୨୦।୪(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ୨୧ ତାରିଖଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ତେବେ ଏହା ପୂର୍ବରୁ ଦୁଇ ଦିନ ଛୁଟି ଘୋଷଣା କରାଯାଇଥିଲା। ଯାହା ପରେ ଶୁକ୍ରବାରଠୁ ଖୋଲିଥାନ୍ତା। ହେଲେ ବଢୁଥିବା ଖରାକୁ ନେଇ ସରକାର ଦ୍ୱାଦଶ ଶ୍ରେଣୀ ଯାଏ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି । ତେବେ ବର୍ତ୍ତମାନର ନିଷ୍ପତ୍ତି ଅନୁସାରେ ଜୁନ ୧୬ ଯାଏ ସ୍କୁଲ ବନ୍ଦ ରହିବ।

ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ସରକାର ଏପ୍ରିଲ ୧୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲକୁ ଛୁଟି ଘୋଷଣା କରିଥିଲେ। ତେବେ ୧୭ ତାରିଖରୁ ସ୍କୁଲ ଖୋଲିବା ପରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି...

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ...

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ...

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri